ଭୁବନେଶ୍ୱର(କେନ୍ୟୁଜ୍) : ଓଡ଼ିଶାର ବିଭିନ୍ନ ଅଞ୍ଚଳରୁ ନିଖୋଜ ହୋଇଥିବା ୪୦୪ ଜଣ ଶିଶୁ ଉଦ୍ଧାର ହୋଇଛନ୍ତି । ଓଡ଼ିଶା ପୋଲିସ୍ ସ୍ପେଶାଲ୍ ଡ୍ରାଇଭରେ ଏହି ଶିଶୁମାନଙ୍କୁ ଉଦ୍ଧାର କରିଛି ।
ଉଦ୍ଧାର ହୋଇଥିବା ଶିଶୁଙ୍କ ମଧ୍ୟରେ ୩୨୨ ଜଣ ବାଳିକା ଓ ୮୨ ଜଣ ବାଳକ ରହିଛନ୍ତି । ଓଡ଼ିଶା ପୋଲିସର ଏହି ଅଭିଯାନ ଗତ ୨୮ ତାରିଖରୁ ଆରମ୍ଭ ହୋଇଥିଲା । ମାତ୍ର ୧୦ ଦିନ ମଧ୍ୟରେ ପୋଲିସ ଅଧିକାରୀଙ୍କ ଅକ୍ଲାନ୍ତ ପରିଶ୍ରମ ଯୋଗୁ ଏହା ସମ୍ଭବ ହୋଇ ପାରିଛି ବୋଲି ଡିଜି ଅଭୟ କହିଛନ୍ତି । ପୋଲିସ ଅଧିକାରୀଙ୍କ ଏହି ଅକ୍ଲାନ୍ତ ପରିଶ୍ରମ ପାଇଁ ଡିଜି ଅଭୟ ସମସ୍ତ ପୋଲିସ ଅଧିକାରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ।
ଭୁବନେଶ୍ୱର: ଆଜିଠୁ ୪ଦିନ ଯାଏ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ…
ନୂଆଦିଲ୍ଲୀ: ଆଜି ଲୋକସଭା ବାଚସ୍ପତି ନିର୍ବାଚନ । ସ୍ଵାଧୀନତା ପରେ ପ୍ରଥମ ଥର ପାଇଁ ଲୋକସଭା ବାଚିସ୍ପତି ପଦବୀ ପାଇଁ…
ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…
ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…
ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…
ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…