କିଟ୍‌ ବିଶ୍ୱବିଦ୍ୟାଳୟରେ ଆୟୋଜିତ ହେଲା ୪୨ତମ ସର୍କଲ କନ୍‌ଫରେନ୍ସ ଅଫ ଓଡିଶା ସର୍କଲ ବ୍ରାଞ୍ଚ, ଯୋଗଦେଲେ ସାଂସଦ ଡ.ଅଚ୍ୟୁତ ସାମନ୍ତ

କେନ୍ୟୁଜ୍(ବ୍ୟୁରୋ): କିଟ୍‌ ବିଶ୍ୱବିଦ୍ୟାଳୟ ପରିସରରେ ଆୟୋଜିତ ହୋଇଛି ୪୨ତମ ସର୍କଲ କନ୍‌ଫରେନ୍ସ ଅଫ ଓଡିଶା ସର୍କଲ ବ୍ରାଞ୍ଚ । ଭୁବନେଶ୍ୱର ମୁଖ୍ୟ ଡାକଘର ପକ୍ଷରୁ ଆୟୋଜିତ ହୋଇଥିବା ଏହି କାର୍ଯ୍ୟକ୍ରମରେ କିଟ୍‌ ଓ କିସ୍‌ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାତା ତଥା କନ୍ଧମାଳ ସାଂସଦ ଡ.ଅଚ୍ୟୁତ ସାମନ୍ତ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ କାଯ୍ୟକ୍ରମକୁ ଉଦଘାଟନ କରିଥିଲେ । ଏହି ଅବସରରେ ଡାକ ବିଭାଗର କାର୍ଯ୍ୟ ଦକ୍ଷତା ଓ କାର୍ଯ୍ୟଶୈଳୀ ସମ୍ପର୍କରେ ଆଲୋଚନା ହୋଇଥିଲା । ଡାକ ବିଭାଗର ବହୁ ଅଧିକାରୀ କାଯ୍ୟକ୍ରମରେ ଉପସ୍ଥିତ ଥିଲେ ।

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.