ରାଜ୍ୟ

କୋରାପୁଟ: ଆଇସକ୍ରିମ ଖାଇ ୪୩ ଜଣ ଅସୁସ୍ଥ, ସୁନାବେଡା ମେଡିକାଲରେ ଭର୍ତ୍ତି

କୋରାପୁଟ(କେନ୍ୟୁଜ୍): ଆଇସକ୍ରିମ ଖାଇ ୪୩ ଜଣ ଅସୁସ୍ଥ । ୩୨ ଜଣ ସୁନାବେଡା ମେଡିକାଲରେ ଭର୍ତ୍ତି ହୋଇଥିଲେ । ସେଥିମଧ୍ୟରୁ ୩୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।୨ଜଣକ ଚିକିତ୍ସା ଜାରି ରହିଛି ।୧୧ ଜଣ ଦାମନଯୋଡ଼ି ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ସେମାନଙ୍କ ସ୍ବାସ୍ଥ୍ୟବସ୍ଥା ଏବେ ସ୍ଥିର ରହିଥିବା ସୂଚନା ମିଳିଛି।  ବର୍ତ୍ତମାନ ସେମାନଙ୍କ ଚିକିତ୍ସା ଜାରି ରହିଥିବା ସୂଚନା ଦେଇଛନ୍ତି କୋରାପୁଟ ସିଡିଏମଓ ଡ.ଅରୁଣ ପାଢୀ ।

କୋରାପୁଟ ଜିଲ୍ଲା ସିମିଳିଗୁଡା ବ୍ଲକ ଦୁଧାରୀ ପଂଚାୟତର ୩ଟି ଗ୍ରାମର ଲୋକେ ବୁଲା ବିଜାଳିଠାରୁ  ଗତକାଲି ଆଇସକ୍ରିମ୍ ଖାଇଥିଲେ ।  ଏହି ତିନି ଗ୍ରାମ ହରଲା  ବଦଳିଗୁଡା , ଘଟଗୁଡା ଓ ଦୁଧାରୀ ଗ୍ରାମ ଆଇସକ୍ରିମ୍  ଖାଇବାପରେ  ସେମାନଙ୍କୁ ଝାଡା ଓ ବାନ୍ତି  ହେବାରୁ ସମସ୍ତଙ୍କୁ ସୁନାବେଡା ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲ।

KNews Bureau

Recent Posts

ବରଗଡ଼ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଓଡ଼ିଶାର ଚାଷୀଙ୍କୁ ପିଏମ୍ କିଷାନ ସମ୍ମାନ ନିଧି କିସ୍ତି ପ୍ରଦାନ କଲେ

ବରଗଡ଼ : ସେପଟେ ଓଡ଼ିଶାର ଚାଷୀଙ୍କୁ ପିଏମ୍ କିଷାନ ସମ୍ମାନ ନିଧି କିସ୍ତି ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ…

5 mins ago

ଅଟୋ ଓଲଟି ଡ୍ରାଇଭର ସମେତ ୫ ଆହାତ, ମେଡିକାଲରେ ଭର୍ତ୍ତି

ଆସ୍କା : ଗଞ୍ଜାମ ଜିଲ୍ଲା ଧରାକୋଟ ଥାନା ଜାନିବିଲି ଗ୍ରାମ ନିକଟରେ ଯାତ୍ରୀବାହି ଅଟୋ ଓଲଟି ଡ୍ରାଇଭର ସମେତ ୫…

1 hour ago

ଦିଲ୍ଲୀରୁ ୪ ଲକ୍ଷ ଟଙ୍କା ଓ ୭୦ ଲକ୍ଷର ହୀରା ସୁନା ଗହଣା ଚୋରି କରିଥିଲେ ସୋରରୁ ତିନି ଜଣଙ୍କୁ ବାନ୍ଧିଲା ପୋଲିସ

ସୋର(କେନ୍ୟୁଜ୍‌): ଦିଲ୍ଲୀରେ ଚଳାଇଥିଲେ ଲୁଟ୍‌ର ଆତଙ୍କ । କୋଟି କୋଟି ଟଙ୍କା ଲୁଟି ଦିଲ୍ଲୀରୁ ଛୁ ମାରିଥିଲେ । ସେ…

2 hours ago

ଭିଜିଲାନ୍ସ ହାତରେ ଆରଆଇ, ଲାଞ୍ଚ ନେବା ଅଭିଯୋଗରେ ଗିରଫ

ସମ୍ବଲପୁର: ପୂର୍ବରୁ ଧରାପଡିଥିଲେ, ପୁଣି ଧରା ହେଲେ । ଲାଞ୍ଚ ନେବା ଅଭିଯୋଗରେ ନାକଟିଦେଉଳ ବ୍ଲକ ଡଇଁଚା ପଞ୍ଚାୟତର ଆରଆଇ…

2 hours ago

ରିଲିୟାନ୍ସ ଜିଓ ସେବା ଡାଉନ, ସୋସିଆଲ ମିଡିଆରେ ଅସନ୍ତୋଷ ପ୍ରକାଶ କଲେ ୟୁଜର୍ସ

ସମଗ୍ର ଦେଶରେ ଲୋକମାନେ ଦାବି କରୁଛନ୍ତି ଯେ ସେମାନଙ୍କର ଜିଓ ସେବା କାମ କରୁନାହିଁ । ସେମାନେ କହୁଛନ୍ତି ଯେ,…

3 hours ago

ଘାଇଲା କରୁଛି ପାଗଳ ବିଲୁଆ, ଘରୁ ବାହାରିବାକୁ ଡରୁଛନ୍ତି ଲୋକେ

କାକଟପୁର (କେନ୍ୟୁଜ): ପାଗଳ ବିଲୁଆ ଆତଙ୍କରେ ଥରହର ହେଉଛନ୍ତି ଗାଁ ଲୋକେ । ଅସ୍ତରଙ୍ଗ ନିକଟ ବେଗୁନିଆବସ୍ତ ଗାଁରେ ଏକ…

3 hours ago