ବାଲେଶ୍ୱର : କଇଁଛ ଚୋରା ଚାଲାଣ ବେଳେ ୪୫ କଇଁଛ ଜବତ। ବାଲେଶ୍ୱର ରୁପସା ଷ୍ଟେସନରୁ ଚୋରାଚାଲାଣ ବେଳେ ଜବତ କରିଛି ରୁପ୍ସା ଆରପିଏଫ୍। ଏହି ମାମଲାରେ ୩ଜଣଙ୍କୁ ଗିରଫ କରାଯାଇଛି। ଗତକାଲି ରାତିରେ ପୁରୀର ସାକ୍ଷାଗୋପାଳରୁ ପଶ୍ଚିମବଙ୍ଗ ଚୋରାଚାଲାଣ ବେଳେ ଜବତ କରାଯାଇଛି। ପରେ ଜବତ କଇଁଛ ସହ ୩ଜଣଙ୍କୁ ଚାନ୍ଦିପୁର ବନବିଭାଗକୁ ହସ୍ତାନ୍ତର କରିଛି ଆର୍ପିଏଫ।
ମେଷ : ଏହି ରାଶିର ବ୍ୟକ୍ତିମାନେ କର୍ମକ୍ଷେତ୍ରରେ ଆଗକୁ ଯିବେ, ଏହା ସହ ସମ୍ମାନ ମିଳିବା ସହିତ ଆପଣ ଏକ…
ଯାଜପୁର ଟାଉନ : ରେସ୍ତୁରାଣ୍ଟରେ ଶିଶୁ ଶ୍ରମିକ କାମ କରୁଥିବା ଖବର ପାଇ ଚଢ଼ାଉ କରିବାକୁ ଯାଇଥିବା ଚାଇଲ୍ଡ ଲାଇନ…
ଭୁବନେଶ୍ବର : ଆସନ୍ତାକାଲି ବିଜେଡିର ରାଜ୍ୟସଭା ସାଂସଦଙ୍କ ସହ ଆଲୋଚନା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିବାସରେ…
ମୟୁରଭଞ୍ଜ : ତୁଟିଲା ବିବାଦ । ମୟୁରଭଞ୍ଜ ଜିଲ୍ଲାରେ ସ୍ବାଭାବିକ ହେଲା ବସ୍ ଚଳା ଚଳ । ୩ ଦିନ…
କେନ୍ଦୁଝର : ଘଟଗାଁ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟିର ଅନୁଦାନ। କେନ୍ଦୁଝର ଜିଲ୍ଲାକୁ ଦୁଇ ଦିନିଆ…
ବାଲେଶ୍ବର: ଆଶା କରିଥିଲୁ ବୁଢ଼ା କାଳେ ଆମ ପୁଅ ଆମ ସାହାରା ପାଲଟିବ । ଆମେ ଜମି ବାଡ଼ି ବିକ୍ରି…