Below header

ରାଜ୍ୟରେ ଆଉ ୪୭୧ କରୋନା ପଜିଟିଭ୍‌ ଚିହ୍ନଟ, ସୁନ୍ଦରଗଡ଼ରୁ ସର୍ବାଧିକ ୮୫ ଆକ୍ରାନ୍ତ ଚିହ୍ନଟ

କେନ୍ୟୁଜ୍(ବ୍ୟୁରୋ):  ରାଜ୍ୟରେ ଆଉ ୪୭୧ କରୋନା ପଜିଟିଭ୍‌ ଚିହ୍ନଟ । କ୍ୱାରେଣ୍ଟାଇନ୍‌ରୁ ୨୭୮ ଓ ଲୋକାଲ କଣ୍ଟାକ୍ଟ କେସ୍‌ ୧୯୩ ରହିଛି । ସୁନ୍ଦରଗଡ଼ରୁ ସର୍ବାଧିକ ୮୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କଳାହାଣ୍ଡିରୁ ୫୦, ନୂଆପଡ଼ାରୁ ୪୨, ଖୋର୍ଦ୍ଧାରୁ ୪୦, ବଲାଙ୍ଗିରରୁ ୩୬ ଜଣ ପଜିଟିଭ୍‌ ହୋଇଛନ୍ତି । ସମ୍ବଲପୁରରୁ ୨୭, ଝାରସୁଗୁଡ଼ାରୁ ୨୩, କଟକରୁ ୨୨ ଆକ୍ରାନ୍ତ ହୋଇଛନ୍ତି ।

ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୪୨ ହଜାର ୬୯୫ରେ ପହଞ୍ଚିଛି । ଏବେ ଆକ୍ଟିଭ୍‌ କେସ୍‌ ରହିଛି ୩ ହଜାର ୮୫ । ଏପର୍ଯ୍ୟନ୍ତ ମୋଟ ୩ ଲକ୍ଷ ୩୭ ହଜାର ୬୩୫ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.