ଭଦ୍ରକ ଜିଲ୍ଲାରେ ବଢୁଛି ସଂକ୍ରମଣ, ଆସନ୍ତାକାଲିଠୁ ୪୮ ଘଣ୍ଟା ପାଇଁ ସଟଡାଉନ ଘୋଷଣା କଲେ ଜିଲ୍ଲାପାଳ

ଭଦ୍ରକ: ଭଦ୍ରକ ଜିଲ୍ଲାରେ ବଢୁଛି ସଂକ୍ରମଣ । ଏହାକୁ ଦୃଷ୍ଟିରେ ରଖି ଜିଲ୍ଲାକୁ ୪୮ ଘଣ୍ଟା ପାଇଁ ସଟଡାଉନ ଘୋଷଣା କରାଯାଇଛି । ଆସନ୍ତାକାଲି ସକାଳ ୫ଟାରୁ ସୋମବାର ସକାଳ ୫ଟା ଯାଏ ଜିଲ୍ଲାକୁ ସଟଡାଉନ କରିଛନ୍ତି ଜିଲ୍ଲାପାଳ । ଅତି ଜରୁରୀ କାମ ନଥିଲେ ବାହାରକୁ ନବାହାରିବାକୁ କୁହାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.