ରାଜ୍ୟ

ରାଜ୍ୟରେ ପୁଣି ୫ହଜାର ତଳେ ଦୈନିକ ସଂକ୍ରମଣ: ଗତ ୨୪ ଘଣ୍ଟାରେ ୪୮୪୩ ଆକ୍ରାନ୍ତ ଚିହ୍ନଟ

କେନ୍ୟୁଜ୍(ବ୍ୟୁରୋ): ରାଜ୍ୟରେ ପୁଣି ୫ହଜାର ତଳେ ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟାରେ ୪ ହଜାର ୮୪୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆଜି ସଂକ୍ରମଣ ହାର ରହିଛି ୭.୭୦ ପ୍ରତିଶତ । ୨୪ ଘଣ୍ଟାରେ ୬୨ ହଜାର ୮୫୮ ନମୂନା ପରୀକ୍ଷା ହୋଇଛି । ଖୋର୍ଦ୍ଧାରୁ ସର୍ବାଧିକ ୧ହଜାର ୨୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡ଼ରୁ ୭୩୫, କଟକରୁ ୩୭୯, ନୟାଗଡ଼ରୁ ୧୯୪ନୂଆ କେସ୍‌ ଆସିଛି । ରାଜ୍ୟରେ ମୋଟ ପଜିଟିଭଙ୍କ ସଂଖ୍ୟା ୧୨ ଲକ୍ଷ ୪୫ ହଜାର ୯୧୧କୁ ବୃଦ୍ଧି ପାଇଛି । ରାଜ୍ୟରେ ମୋଟ ଆକ୍ଟିଭ୍‌ କେସ୍‌ ରହିଛି ୫୩ ହଜାର ୯୦। ୦ରୁ ୧୮ ବର୍ଷ ବୟସ୍କଙ୍କ ମଧ୍‌ୟରେ ଅଛନ୍ତି ୬୬୩ ଜଣ ।

ଆକଟିଭ୍‌ କେସ୍‌ ରେଡ୍‌ ଜୋନ୍‌ରେ ୩ ଜିଲ୍ଲା, TPR ରେଡ୍‌ ଜୋନ୍‌ରେ ୯ ଜିଲ୍ଲା ରହିଛି। TPR ରେଡ୍‌ ଜୋନ୍‌ରେ ସଂକ୍ରମଣ ହାର ୭.୫ ପ୍ରତିଶତରୁ ଅଧିକ ରହିଛି। ୧୦ପ୍ରତିଶତ ପଜିଟିଭିଟି ରେଟ୍‌ ଉପରେ ୫ ଜିଲ୍ଲା । ଖୋର୍ଦ୍ଧା, ନୟାଗଡ଼, ସୋନପୁର, ଦେବଗଡ଼ ଓ କଳାହାଣ୍ଡିରେ ୧୦ ପ୍ରତିଶତ ଉପରେ ରହିଛି ପଜିଟିଭିଟି ରେଟ୍‌ । ଆକ୍ଟିଭ କେସ୍‌ ରେଡ ଜୋନରେ ୩ ଜିଲ୍ଲା । ଏଗୁଡିକ ହେଲା ସୁନ୍ଦରଗଡ଼, କଟକ ଓ ଖୋର୍ଦ୍ଧା

KNews Bureau

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

7 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

8 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

9 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

9 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

10 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

10 hours ago