ରାଜ୍ୟ

କିଟ୍‌ରେ ସାଇନ୍ସ, ଆପ୍ଲାଏଡ କେମିଷ୍ଟ୍ରିରେ ଚତୁର୍ଥ ଆନ୍ତର୍ଜାତୀୟ ସମ୍ମିଳନୀ

ଭୁବନେଶ୍ୱର : ସ୍ଥାୟିତ୍ବ ପାଇଁ ଇଣ୍ଟରଡିସିପ୍ଲିନାରୀ । ଆଜି କିଟ୍ ବିଶ୍ୱବିଦ୍ୟାଳୟ ପରିସରରେ ସାଇନ୍ସ, ଆପ୍ଲାଏଡ କେମିଷ୍ଟ୍ରିରେ ସ୍ମାର୍ଟ ସାମଗ୍ରୀର ଅଭ୍ୟୁଦୟ ଉପରେ ଚତୁର୍ଥ ଆନ୍ତର୍ଜାତୀୟ ସମ୍ମିଳନୀ ଉଦଘାଟିତ ହୋଇଯାଇଛି। ଭାରତୀୟ ଫଟୋ ବାୟୋଲୋଜି ସୋସାଇଟି ଆଞ୍ଚଳିକ ଆୟୋଜକ କମିଟିର ହୀରକ ଜୟନ୍ତୀ ଉତ୍ସବର ଏକ ଅଂଶ ଭାବରେ ଏହି ସମ୍ମିଳନୀ ଆୟୋଜନ କରାଯାଇଛି।

୩ ଦିନ ଧରି ଚାଲିବାକୁ ଥିବା ଏହି ସମ୍ମିଳନୀରେ NISER, IISER-Kolkata, IISER-Bhopal, IISER-Berhampur, CSIR-IMMT, CDRI, Jadavpur University, Utkal ବିଶ୍ବବିଦ୍ୟାଳୟ, Berhampur ବିଶ୍ବବିଦ୍ୟାଳୟ, IIT Delhi, IIT Roopar, IIT ଭୁବନେଶ୍ୱର, IIT କାନପୁର ଆଦି ଅନୁଷ୍ଠାନରୁ ବିଶିଷ୍ଟ ଗବେଷକ, ଶିକ୍ଷାବିତ୍‌ମାନେ ଯୋଗଦେଇ ରସାୟନ ବିଜ୍ଞାନର ଶିକ୍ଷା ଓ ଗବେଷଣା ଉପରେ ଆଲୋଚନା କରିବେ।

ଏଥିରେ କିଟ୍ ଓ କିସ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ଯୋଗଦେଇ ରସାୟନର ଅଧିକ ଗବେଷଣା ଉପରେ ମତ ରଖିଥିଲେ। ଇଣ୍ଡିଆନ୍ ଫୋଟୋ ବାଈଓଲୋଜି ସୋସାଇଟି ପକ୍ଷରୁ କିଟ୍ ଏବଂ କିସ୍ର ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ଡାଇମଣ୍ଡ ଯୁବୁଲି ପୁରସ୍କାର ପ୍ରଦାନ କରାଯାଇଥିଲା । ଏଥିସହ ବିଏଆରସିର ପୂର୍ବତନ ବୈଜ୍ଞାନିକ ପଦ୍ମଶ୍ରୀ ପ୍ରଫେସର ଜେ.ପି ମିତ୍ତଲଙ୍କୁ ଜୀବନବ୍ୟାପି ସଫଳତା ପୁରସ୍କାର ପ୍ରଦାନ କରାଯାଇଥିଲା।

KNews Bureau

Recent Posts

ଓଡିଆ ପଣ୍ଡିତଙ୍କୁ ଗଙ୍ଗା ଘାଟ ଛାଡିବାକୁ ବାଧ୍ୟ କରାଯାଉଛି, ଚିନ୍ତାରେ ବର୍ଷ ବର୍ଷ ଧରି ରହିଆସୁଥିବା ଓଡିଆ ବ୍ରାହ୍ମଣ

କୋଲକାତା (କେନ୍ୟୁଜ) : ପୁଣ୍ୟତୋୟା ଗଙ୍ଗା ଘାଟଗୁଡ଼ିକ ଧର୍ମ ସଂସ୍କୃତି ଓ ଆସ୍ଥାର ପ୍ରମୁଖ ସ୍ଥଳୀ ଭାବରେ ପରିଚିତି ଲାଭ…

40 mins ago

ଘରେ କଳାକନା ବୁଲାଇ ୨୫ ଲକ୍ଷ ଟଙ୍କାର ସୁନା ଅଳଙ୍କାର ଓ ଆସବାବ ପତ୍ର ନେଇଗଲେ ଚୋର

ତାଳଚେର (କେନ୍ୟୁଜ) : ଯଦି ଆପଣ କେବେ ନିଜ ଘର ତାଲା ପକାଇ ବନ୍ଧୁ ଘର କିମ୍ବା ସମ୍ପର୍କୀୟଙ୍କ ଘରକୁ…

41 mins ago

କଳିଙ୍ଗ ଷ୍ଟାଡିୟମ କ୍ରୀଡ଼ା ଭିତ୍ତିଭୂମିର ସମୀକ୍ଷା କଲେ କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ

ଭୁବନେଶ୍ୱର(କେନ୍ୟୁଜ୍‌): କ୍ରୀଡ଼ା ଓ ଯୁବସେବା ମାନ୍ୟବର ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୁରଜ ଆଜି କଳିଙ୍ଗ ଷ୍ଟାଡିୟମ ଗସ୍ତ କରି ରାଜ୍ୟର…

48 mins ago

ଭୋଜି ଖାଇ ଫେରୁଥିଲେ ହେଲେ ଏକାସାଥିରେ ଆରପାରିକୁ ଚାଲିଗଲେ ଚାରି ସାଙ୍ଗ

ନୂଆପଡା (କେନ୍ୟୁଜ) : ଭୋଜି ଖାଇ ସାଙ୍ଗ ହୋଇ ଫେରୁଥିଲେ ଏହି ୪ ଜଣ ସାଙ୍ଗ । ଏମାନେ ୪…

53 mins ago

ଆଜି ସାରା ବିଶ୍ୱ ପାଳିଲା ‘ଆର୍ଟ ଅଫ୍ ଗିଭିଂ’ ଦିବସ

ଭୁବନେଶ୍ୱର(କେନ୍ୟୁଜ୍‌): ଜୁନ୍ ୧୭ ତାରିଖରେ ଭାରତ ସମେତ ବିଶ୍ୱର ୨୦୦ଟି ଦେଶର ୨୫ହଜାର ସ୍ଥାନରେ ୧୧ଶ ଅନ୍ତର୍ଜାତୀୟ ‘ଆର୍ଟ ଅଫ୍…

1 hour ago

ମହାନତା ଦେଖାଇଲେ ମୁଖ୍ୟମନ୍ତ୍ରୀ, ପୀଡିତଙ୍କୁ ୩୦ ହଜାର ଟଙ୍କା ସହ ଯୋଗାଇଲେ ଚିକିତ୍ସା

ଚାନ୍ଦବାଲି (କେନ୍ୟୁଜ): ଏ ଶରୀର କ୍ଷଣସ୍ଥାୟୀ । ସତରେ ଏ ଶରୀର କିଛି ନୁହେଁ ଆଜି ଭଲ ଅଛି ତ…

1 hour ago