ରାଜ୍ୟ

ଡକାୟତି ଯୋଜନା ପଣ୍ଡ: ମାରଣାସ୍ତ୍ର ସହିତ ୫ଗିରଫ

ଯାଜପୁର (କେନ୍ୟୁଜ): ଡକାୟତି ଯୋଜନା ଉଦ୍ୟମ ପଣ୍ଡ କଲା ପୋଲିସ। ଡକାୟତି ଯୋଜନାରେ ସମ୍ପୃକ୍ତ ଥିବା ୫ ଜଣକୁ ଗିରଫ କରି କୋର୍ଟ ଚାଲାଣ କରିଛି। ଛତିଆ ସ୍ଥିତ ଏକ ପେଟ୍ରୋଲ ପମ୍ପରୁ ଡକାୟତି ଯୋଜନା କରୁଥିବା ବେଳେ ଯାଜପୁର ଏସପିଙ୍କ ନିର୍ଦେଶ କ୍ରମେ ବୈରୀ ଥାନା ପୋଲିସ ଚଢ଼ାଉ କରି ୫ଜଣକୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ମାନଙ୍କ ନିକଟରୁ ଦୁଇଟି ଦେଶୀ ବନ୍ଧୁକ, ଗୁଳି, ମୋବାଇଲ ସହ ବିଭିନ୍ନ ମାରଣାସ୍ତ୍ର ଜବତ ହୋଇଛି।

ଗିରଫ ଅଭିଯୁକ୍ତ ମାନେ ଯାଜପୁର, କଟକ, କେନ୍ଦ୍ରାପଡ଼ା ଅଞ୍ଚଳର ବୋଲି ପୋଲିସ ସୂଚନା ଦେଇଛି। ଗିରଫ ଅଭିଯୁକ୍ତ ମାନଙ୍କ ନାଁରେ ବିଭିନ୍ନ ଥାନାରେ ଅପରାଧିକ ମାମଲା ରହିଥିବା ବେଳେ ଏହି ଘଟଣାରେ ଆଉ କାହାର ସମ୍ପୃକ୍ତି ଅଛି ସେ ନେଇ ଅଧିକ ତଦନ୍ତ ଚାଲିଥିବା ଏକ ସାମ୍ବାଦିକ ସମିଳନୀରେ ସୂଚନା ଦେଇଛନ୍ତି ଯାଜପୁର ଏସଡ଼ିପିଓ।

 

Barsha

Recent Posts

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

22 mins ago

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

41 mins ago

ଦିଲ୍ଲୀ ସିଏମ୍‌ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା, କମିଲା ସୁଗାର ସ୍ତର

ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍‌ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…

49 mins ago

ସୁରକ୍ଷାରେ ତ୍ରୁଟି ! ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଘରେ ବେଆଇନ ଭାବେ ପଶିଲେ ୪ ଯୁବକ, ଗିରଫ କଲା ପୋଲିସ

ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…

1 hour ago

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

2 hours ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

2 hours ago