ରାଜ୍ୟ

ବାରିପଦାରେ ଯୁବତୀଙ୍କୁ ଗଣଦୁଷ୍କର୍ମ ମାମଲା:ସମ୍ପର୍କୀୟ ଭାଇକୁ ମିଶାଇ ୫ ଅଭିଯୁକ୍ତ ଗିରଫ

ମୟୁରଭଞ୍ଜ(କେନ୍ୟୁଜ୍):  ଯୁବତୀଙ୍କୁ ଗଣଦୁଷ୍କର୍ମ ମାମଲାରେ ସମ୍ପର୍କୀୟ ଭାଇକୁ ମିଶାଇ ୫ ଅଭିଯୁକ୍ତ ଗିରଫ। ଗିରଫ କଲା ବାରିପଦା ସଦର ଥାନା ପୋଲିସ। ବାରିପଦା ସଦର ଥାନା ଅଧିନସ୍ଥ ଲକ୍ଷ୍ମୀପୁର ଗାଁ ପଡିଆରେ ଗତ ୧୦ ତାରିଖ ରାତିରେ ଘଟଣା ଘଟିଥିଲା। ଅଭିଯୋଗ ଅନୁଯାୟୀ, ବାରିପଦା ଟାଉନ ଥାନା ଅଂଚଳର ଜଣେ ଯୁବତୀଙ୍କୁ ତାଙ୍କର ଜଣେ ସମ୍ପର୍କୀୟ ଭାଇ ବୁଲାଇ ନେବାକୁ କହି ଲକ୍ଷ୍ମୀପୁର ଗାଁ ପଡିଆରେ ଜୋର ଜବରଦସ୍ତ ଦୁଷ୍କର୍ମ କରିଥିଲା ।

ଅଭିଯୁକ୍ତ ସଂପର୍କୀୟ ଭାଇର ନାଁ କଟି ସିଂ। ତାର ଆଉ ୪ ଜଣ  ସାଙ୍ଗ ମଧ୍ୟ ଜଣକ ପରେ ଜଣେ ଦୁଷ୍କର୍ମ କରିଥିଲେ। ଯୁବତୀ ଜଣକ ଲିଖିତ ଅଭିଯୋଗ କରିବା ପରେ ବାରିପଦା ସଦର ଥାନା ପୋଲିସ ସମସ୍ତ ୫ ଜଣ ଅଭିଯୁକ୍ତକୁ ଗିରଫ କରିଛି। ସମସ୍ତ ଅଭିଯୁକ୍ତଙ୍କୁ ଡାକ୍ତରୀ ମଇନା ପରେ କୋର୍ଟ ଚାଲାଣ କରାଯାଇଛି।

Sasmita

Recent Posts

ସମ୍ବଲପୁର ମହାନଗର ଅଞ୍ଚଳରେ ପୁଣି ଫେରିଛି ଜଣ୍ଡିସ୍, ୫୯ ଜଣ ରୋଗୀ ଚିହ୍ନଟ

ସମ୍ବଲପୁର(କେନ୍ୟୁଜ): ଏକ ଦଶନ୍ଧି ପରେ ସମ୍ବଲପୁର ମହାନଗର ଅଞ୍ଚଳରେ ପୁଣି ଫେରିଛି ଜଣ୍ଡିସ୍ । ଏହାକୁ ନେଇ ମହାନଗରବାସୀ ଚିନ୍ତାରେ…

3 mins ago

ଯୋଗ ଦିବସରେ କାଶ୍ମୀର ମହିଳାଙ୍କ ସହିତ ସେଲଫି ନେଲେ ମୋଦି, ଫଟୋ ଭାଇରଲ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅର୍ନ୍ତରାଷ୍ଟ୍ରୀୟ ଯୋଗ ଦିବସରେ ଜମ୍ମୁ କାଶ୍ମୀର ଶ୍ରୀନଗର ସ୍ଥିତ ଶେର-ଏ-କଶ୍ମୀର ଅର୍ନ୍ତରାଷ୍ଟ୍ରୀୟ ସମ୍ମେଳନ କେନ୍ଦ୍ର (SKICC)…

7 mins ago

ପାରିବାରିକ କଳହକୁ ନେଇ ହତ୍ୟାକାଣ୍ଡ, ପଥରରେ ଛେଚି ଯୁବକଙ୍କୁ ହତ୍ୟା

କଣ୍ଟାବାଞ୍ଜି (କେନ୍ୟୁଜ); ପାରିବାରିକ କଳହକୁ ନେଇ ହତ୍ୟାକାଣ୍ଡ। ସିନ୍ଧେକେଲା ଥାନା ସାଲେବରଟ ଗାଁରେ ଏହି ହତ୍ୟାକାଣ୍ଡ ଘଟିଛି । ମୃତ…

19 mins ago

ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ, ଘର ମାଲିକଙ୍କୁ ହତ୍ୟା କଲା ଭଡ଼ାଟିଆ

ଭୁବନେଶ୍ୱର (କେନ୍ୟୁଜ) : ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ  ।  ଘର ମାଲିକଙ୍କୁ ହତ୍ୟା କଲା ଭଡ଼ାଟିଆ ।  ଭୁବନେଶ୍ବର ତମାଣ୍ଡୋରେ…

36 mins ago

କିଟ୍ ରେ ଯୋଗ ଦିବସ ପାଳିତ, ମାନସିକ ଓ ଶାରୀରିକ ସୁସ୍ଥତା ପାଇଁ ଯୋଗ ଗୁରୁତ୍ୱପୂର୍ଣ୍ଣ ବୋଲି କହିଲେ ଡକ୍ଟର ସାମନ୍ତ

ଭୁବନେଶ୍ୱର (କେନ୍ୟୁଜ): ଆଜି କିଟ୍ ପକ୍ଷରୁ ପାଳିତ ହୋଇଛି ଅନ୍ତର୍ଜାତୀୟ ଯୋଗ ଦିବସ । କିଟ୍ ଇଣ୍ଡୋର ଷ୍ଟାଡିୟମରେ କିଟ୍…

2 hours ago

ଅନ୍ତର୍ଜାତୀୟ ଯୋଗ ଦିବସରେ କାଶ୍ମୀର ମାଟିରୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ଶ୍ରୀନଗର: ଆଜି ବିଶ୍ୱ ପାଳୁଛି ଅନ୍ତର୍ଜାତୀୟ ଯୋଗ ଦିବସ। ପ୍ରତିବର୍ଷ ଜୁନ ୨୧ରେ ପାଳିତ ହେଉଛି ଏହି ଦିବସ ।…

2 hours ago