ରାଜ୍ୟ

ପୁରୀରୁ ଶବ ସଂସ୍କାର କରି ଫେରୁଥିବା ବେଳେ ଟ୍ରକ୍‌କୁ ଧକ୍କା ଦେଲା କାର୍‌, ୫ ଗୁରୁତର

ଆଳି(କେନ୍ୟୁଜ୍): ଶବ ସଂସ୍କାର ଫେରି ଫେରୁଥିବାବେଳେ ଦୁର୍ଘଟଣା। ପୁରୀରେ ଫେରୁଥିବାବେଳେ ଟ୍ରକ୍‌କୁ ଧକ୍କା ଦେଲା କାର୍‌। ଦୁର୍ଘଟଣାରେ ୫ଜଣ ଗୁରୁତର ଆହତ ହୋଇଛନ୍ତି। କଟକ-ଚାନ୍ଦବାଲି ରାସ୍ତାର ଆଳି ଭୁଇଁପୁରଛକ ନିକଟରେ ଘଟିଛି ଏହି ଦୁର୍ଘଟଣା। କେନ୍ଦ୍ରାପଡ଼ା ଜିଲ୍ଲା ରଜକନିକା ଥାନା କୋଇଲିପୁର ଗାଁର ନିରାକାର ବେହେରାଙ୍କ ପତ୍ନୀ ଜୟନ୍ତୀ ବେହେରାଙ୍କ ଗତକାଲି ମୃତ୍ୟୁ ହୋଇଥିଲା।

ପୁରୀ ସ୍ୱର୍ଗଦ୍ୱାରରେ ତାଙ୍କର ମୃତଦେହ ସତ୍କାର ସାରି ସମ୍ପର୍କୀୟମାନେ ଫେରୁଥିବାବେଳେ ଏହି ଦୁର୍ଘଟଣା ଘଟିତିଲା। ଭୁଇଁପୁର ଛକ ନିକଟରେ ରାସ୍ତା କଡ଼ରେ ଛିଡା ହୋଇଥିବା ଟ୍ରକ ପଛପଟେ ପିଟି ହୋଇଯାଇଥିଲା କାର। ଅଗ୍ନିଶମ ବାହିନୀ ଆହତ ମାନଙ୍କୁ ଉଦ୍ଧାର କରି ପ୍ରଥମେ ଆଳି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲା। ପରେ ଅବସ୍ଥା ଗୁରୁତର ହେବାକୁ ସେମାନଙ୍କୁ କଟକ ସ୍ଥାନାନ୍ତରିତ କରାଯାଇଛି।

KNews Bureau

Recent Posts

ପେଟ୍ରୋଲ-ଡିଜେଲ ଦର : ଚେକ୍ କରନ୍ତୁ ମୂଲ୍ୟରେ କେତେ ହେଲା ପରିବର୍ତ୍ତନ

ଭୁବନେଶ୍ୱର ପେଟ୍ରୋଲ ଦରରେ ପରିବର୍ତ୍ତନ ହୋଇଥିବା ଦେଖିବାକୁ ମିଳିଛି । ସେହିପରି ଦେଶ ଅନ୍ୟ କିଛି ସ୍ଥାନରେ ଦର ଖସି…

25 mins ago

ପୁଣି ବଢିଲା ସୁନା ଦର, ଏବେ କିଣି ନିଅନ୍ତୁ ଆଗକୁ ଆହୁରି ବଢିବ!

ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି ଓଡ଼ିଶା ସମେତ ଦେଶର ପ୍ରମୁଖ ସହର ମାନଙ୍କରେ କେତେ ରହିଛି ସୁନା…

37 mins ago

ହାଇୱାକୁ ପଛପଟୁ ଧକ୍କା ଦେଲା ବସ୍; ଜଣେ ମୃତ, ୧୦ ଆହତ

ଯାଜପୁର (କେନ୍ୟୁଜ): ହାଇୱାକୁ ପଛପଟୁ ଧକ୍କା ଦେଲା ବସ୍ । ଜଣେ ମୃତ, ୧୦ ଆହତ । ଯାଜପୁର ୧୬ନଂ…

51 mins ago

ଆଜି ଶ୍ରୀକ୍ଷେତ୍ରରେ ଭଉଁରୀ ଯାତ୍ରା, ଶେଷ ହେବ ତିନି ରଥର ଚକ ଅଖ ଡେରା ନୀତି

ପୁରୀ (କେନ୍ୟୁଜ): ଆଜି ଶ୍ରୀକ୍ଷେତ୍ରରେ ଭଉଁରୀ ଯାତ୍ରା । ଶ୍ରୀକ୍ଷେତ୍ରରେ ସମ୍ପୂର୍ଣ୍ଣ ହେବ ତିନି ରଥର ଚକ ଅଖ ଡେରା…

1 hour ago

ପୁଣି କଲବଲ କଲାଣି ଗରମ ଓ ଗୁଳୁଗୁଳି, ଆଜି ହିଟ ୱେଭ ପାଇଁ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର (କେନ୍ୟୁଜ): ପୁଣି କଲବଲ କଲାଣି ଗରମ ଓ ଗୁଳୁଗୁଳି ।  ବାୟୁମଣ୍ଡଳରେ ଆଦ୍ରତା ବୃଦ୍ଧି ପାଇଥିବାରୁ ଅଧିକ ଗୁଳୁଗୁଳି…

1 hour ago

ଶେଷ ପର୍ଯ୍ୟାୟ ନିର୍ବାଚନ: ଆଜି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ, ଗସ୍ତ ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ୱର (କେନ୍ୟୁଜ): ଓଡିଶାରେ ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ପାଇଁ କ୍ୟାମ୍ପେନ ଘମାସାନ । ଆଜି ଓଡ଼ିଶାର ୩ଟି ସ୍ଥାନରେ…

1 hour ago