ଡମ୍ପରକୁ ଧକ୍କା ଦେଲା ଆମ୍ବୁଲାନ୍ସ,, ୫ ଜଣ ଗୁରୁତର

ଭଦ୍ରକ(କେନ୍ୟୁଜ) : ଡମ୍ପରକୁ ଧକ୍କା ଦେଲା ଆମ୍ବୁଲାନ୍ସ । ଦୁର୍ଘଟଣାରେ ୫ ଜଣ ଗୁରୁତର ହୋଇଛନ୍ତି । ଭଦ୍ରକ ଭଣ୍ଡାରୀପୋଖରୀ ଥାନା ୧୬ ନମ୍ବର ଜାତୀୟ ରାଜପଥ ଆଖୁଆପଦା ନିକଟରେ ଏହି ଦୁର୍ଘଟଣା ଘଟିଛି ।

୨ ଜଣଙ୍କୁ ଯାଜପୁର ସ୍ଥାନାନ୍ତର କରାଯାଇଥିବା ବେଳେ ୩ ଜଣଙ୍କୁ ଭଦ୍ରକ ଡାକ୍ତରଖାନାରେ ଚିକିତ୍ସା କରାଯାଇଛି । ବାଲେଶ୍ୱରରୁ ରୋଗୀ ନେଇ କଟକ ଯାଉଥିବା ବେଳେ ବ୍ରେକ୍‌ ଡାଉନ୍‌ ହୋଇ ଠିଆ ହୋଇଥିବା ଗୋଟିଏ ଡମ୍ଫରକୁ ପଛପଟୁ ଧକ୍କା ଦେଇଥିଲା ଆମ୍ବୁଲାନ୍ସ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.