ରାଜ୍ୟ

ବାଙ୍କୀରେ ପୂର୍ବ ଶତ୍ରୁତାରୁ ବୋମାମାଡ଼, ୫ ଆହତ

ବାଙ୍କୀ (କେନ୍ୟୁଜ): ବୋମାମାଡ଼ରେ ୫ ଆହତ ।  କଟକ ଜିଲ୍ଲା ବାଙ୍କୀ ଅନ୍ତର୍ଗତ ଭେଡା ରାମଚନ୍ଦ୍ରପୁର ଗାଁରେ ବୋମାମାଡ଼ ହୋଇଛି । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ସୋମବାର ରାତିରେ ହୋଇଛି ବୋମାମଡ଼ । ଏଥିରେ ଆହତ ହୋଇଛନ୍ତି ୫ ଜଣ । ସେମାନଙ୍କ ମଧ୍ଯରୁ ୩ ଜଣଙ୍କ ଅବସ୍ଥା ସଂକଟାପନ୍ନ ରହିଛି । ଗୁରୁତରଙ୍କୁ କଟକ ଏସସିବିକୁ ସ୍ଥାନାନ୍ତର କରାଯାଇଛି ।

ସୂଚନା ଅନୁସାରେ ପୂର୍ବ ଶତ୍ରୁତାକୁ ନେଇ ପ୍ରଥମେ ଦୁଇସାହି ମଧ୍ୟରେ ଗୋଷ୍ଠୀ ସଂଘର୍ଷ ହୋଇଥିଲା । ବଚସା ପରେ ଗଣ୍ଡଗୋଳ ହୋଇଥିଲା ।  ଏହାପରେ ହୋଇଥିଲା ବୋମାମାଡ଼ । ଯେଉଁଥିରେ ୫ ଜଣ ଆହତ ହୋଇଛନ୍ତି ।  ଆହତଙ୍କ ମଧ୍ୟରୁ ୩ ଜଣଙ୍କୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତିରତ କରାଯାଇଛି । ସେପଟେ ବିବାଦ ପରେ ଗାଁରେ ଉତ୍ତେଜନା ଦେଖା ଦେଇଥିଲା ।  ପରେ ଖବର ପାଇ ସ୍ଥାନୀୟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲା ।  ଏହାସହ ଲୋକଙ୍କୁ ବୁଝାସୁଝା କରିବାରୁ ପରିସ୍ଥିତି ଶାନ୍ତ ପଡିଥିଲା ।

Barsha

Recent Posts

ଶୀତଳ ଷଷ୍ଠୀ ଯାତ୍ରାର ଆଜି ଶେଷ ଦିନ: ଯୁଗଳ ଦର୍ଶନ ପାଇଁ ଭକ୍ତଙ୍କ ପ୍ରବଳ ଭିଡ଼, ୪୦ ପ୍ଲାଟୁନ ଫୋର୍ସ ମୁତୟନ

ସମ୍ବଲପୁର/ ଚାନ୍ଦବାଲି (କେନ୍ୟୁଜ); ସମ୍ବଲପୁରର ପ୍ରସିଦ୍ଧ ଶୀତଳ ଷଷ୍ଠୀ ଯାତ୍ରାର ଆଜି ହେଉଛି ଶେଷ ଦିନ ।  ଗତକାଲି ବିଳମ୍ବିତ…

9 mins ago

ଶପଥ ଗ୍ରହଣ ସମାରୋହ: ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି, ଦିନ ୨ରୁ ଜୟଦେବବିହାର-ନାଲକୋ ଛକ ରାସ୍ତା ବନ୍ଦ

ଭୁବନେଶ୍ୱର (କେନ୍ୟୁଜ): ଆଜି ନୂଆ ସରକାରର ଶପଥ ଗ୍ରହଣ ସମାରୋହ। ଅପରାହ୍ଣ ୫ଟାରେ ଶପଥ ନେବେ ନୂଆ ମୁଖ୍ୟମନ୍ତ୍ରୀ ।…

22 mins ago

ନୂଆ ସରକାରରେ କେଉଁ ଜିଲ୍ଲାର ବିଧାୟକଙ୍କୁ ମିଳିବ ମନ୍ତ୍ରୀ ପଦ ? ତାଲିକାରେ ଅଛି ଏସବୁ ନାଁ

ଭୁବନେଶ୍ୱର (କେନ୍ୟୁଜ): ନୂଆ ବିଜେପି ସରକାରରେ କିଏ ହେବେ ମନ୍ତ୍ରୀ ? କେଉଁ ଜିଲ୍ଲାରୁ କେଉଁ ବିଧାୟକଙ୍କୁ ମିଳିବ ମନ୍ତ୍ରୀ…

45 mins ago

ସାମାନ୍ୟ ବଢିଲା ପେଟ୍ରୋଲ-ଡିଜେଲ ଦର, ଜାଣନ୍ତୁ ଭୁବନେଶ୍ୱରରେ କ’ଣ ରହିଛି ତୈଳ ଦର

ପେଟ୍ରୋଲ ହେଉଛି ଏକ ଦୈନଦିନ ଖର୍ଚ୍ଚ । ଯେଉଁଠି ପାଇଁ ଆମେ ସବୁବେଳେ ଦର ଉପରେ ନଜର ରଖିଥାଉ ।…

60 mins ago

ପୁଣି ଉପର ମୁହାଁ ହେଲା ସୁନା ଦର, ଜାଣନ୍ତୁ କେତେ ହେଲା ଦାମ୍

ସୁନା କିଣିବାକୁ ଚାହୁଁଥିଲେ ପ୍ରଥମେ ଜାଣନ୍ତୁ ଦାମ । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ଦର ୧୦…

1 hour ago

ସରୁନି ଗ୍ରୀଷ୍ମ ପ୍ରବାହର କଷ୍ଟ, ଜୁନ୍‌ ୧୪ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର (କେନ୍ୟୁଜ): ସରୁନି ଗ୍ରୀଷ୍ମ ପ୍ରବାହର କଷ୍ଟ । ୪ ଦିନ ପାଇଁ ହିଟୱେଭ ଜାରି ରହିବ । ଉପକୂଳବର୍ତ୍ତୀ…

1 hour ago