ରାଜ୍ୟ

ବରଯାତ୍ରୀରୁ ଶେଷ ଯାତ୍ରା: ବାହାଘର ସାରି ଫେରୁଥିବାବେଳେ ବୋଲେରୋ ସହ ଟ୍ରକ୍ ମୁହାଁମୁହିଁ ଧକ୍କା, ୫ମୃତ

ସୋନପୁର(କେନ୍ଯୁଜ୍): ବରଯାତ୍ରୀରୁ ଶେଷ ଯାତ୍ରା । ବରଯାତ୍ରୀ ଗାଡ଼ି ଦୁର୍ଘଟଣା ଘଟି ଗଲା ୫ ଜୀବନ । ଆଉ ୫ଜଣ ଗୁରୁତର ହୋଇଛନ୍ତି । ସୋନପୁର ମହାନଦୀ ବ୍ରିଜ୍‌ ଉପରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଉଲୁଣ୍ଡା ବ୍ଲକ ନିମ୍ନା ଗାଁରୁ ବରଯାତ୍ରୀ ହୋଇ ବିନିକା କଉଡିଆମୁଣ୍ଡାକୁ ଯାଇଥିଲେ । ଫେରିବା ସମୟରେ ସାମ୍ନାପଟୁ ଏକ ଟ୍ରକ୍‌ ସହ ବୋଲେରୋ ମୁହାଁମୁହିଁ ଧକ୍କା ହୋଇଥିଲା ।

ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ଘଟଣାସ୍ଥଳରେ ହିଁ ୫ଜଣଙ୍କ ମୃତ୍ୟୁ ହୋଇଥିଲା । ଗ୍ୟାସ୍‌ କଟରରେ ଗାଡି କାଟି ଅନ୍ୟ ୫ ଜଣଙ୍କୁ ଉଦ୍ଧାର କରାଯାଇଥିଲା । ସମସ୍ତଙ୍କୁ ବୁର୍ଲା ମେଡିକାଲ ପଠାଯାଇଛି । ଘଟଣାସ୍ଥଳରେ ପହଂଚି ତଦନ୍ତ କରୁଛି ସୋନପୁର ପୋଲିସ।

Sonalisa

Recent Posts

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

8 mins ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ୍‌ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

18 mins ago

ଆଫଗାନିସ୍ତାନର ଐତିହାସିକ ବିଜୟ ପରେ ରାଶିଦ ଖାନଙ୍କୁ ଆସିଲା ସରପ୍ରାଇଜ କଲ୍‌, ଭିଡିଓ ଭାଇରଲ

ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍‌ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…

29 mins ago

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

58 mins ago

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

1 hour ago

ଦିଲ୍ଲୀ ସିଏମ୍‌ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା, କମିଲା ସୁଗାର ସ୍ତର

ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍‌ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…

1 hour ago