Below header

ଚାଉଳ ବ୍ୟବସାୟୀଙ୍କ ଠାରୁ ୫ଲକ୍ଷ ୧୫ହଜାର ଟଙ୍କା ଲୁଟି ନେଲେ ଦୁର୍ବୃତ୍ତ

କଟକ(କେନ୍ଯୁଜ୍) : କଟକ ମାଲଗୋଦାମରୁ ଲୁଟ୍‌। ଜଣେ ଚାଉଳ ବ୍ୟବସାୟୀଙ୍କ ଠାରୁ ୫ଲକ୍ଷ ୧୫ହଜାର ଟଙ୍କା ଲୁଟି ଦୁର୍ବୃତ୍ତ ଫେରାର। ବ୍ୟବସାୟୀ ରମାକାନ୍ତ ସାହୁ ଗତକାଲି ରାତିରେ ଗୋଦାମ ବନ୍ଦ କରୁଥିବାବେଳେ ଟଙ୍କା ଲୁଟି ନେଇଥିଲେ ଦୁର୍ବୃତ୍ତ। ଏନେଇ ମାଲଗୋଦାମ ଥାନାରେ ଅଭିଯୋଗ ହୋଇଛି। ଦୁର୍ବୃତ୍ତକୁ ଧରିବାକୁ ପୋଲିସ ବିଭିନ୍ନ ସ୍ଥାନରେ ତନାଘନା ଜାରି ରଖିଛି। ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.