କଟକ(କେନ୍ଯୁଜ୍) : କଟକ ମାଲଗୋଦାମରୁ ଲୁଟ୍। ଜଣେ ଚାଉଳ ବ୍ୟବସାୟୀଙ୍କ ଠାରୁ ୫ଲକ୍ଷ ୧୫ହଜାର ଟଙ୍କା ଲୁଟି ଦୁର୍ବୃତ୍ତ ଫେରାର। ବ୍ୟବସାୟୀ ରମାକାନ୍ତ ସାହୁ ଗତକାଲି ରାତିରେ ଗୋଦାମ ବନ୍ଦ କରୁଥିବାବେଳେ ଟଙ୍କା ଲୁଟି ନେଇଥିଲେ ଦୁର୍ବୃତ୍ତ। ଏନେଇ ମାଲଗୋଦାମ ଥାନାରେ ଅଭିଯୋଗ ହୋଇଛି। ଦୁର୍ବୃତ୍ତକୁ ଧରିବାକୁ ପୋଲିସ ବିଭିନ୍ନ ସ୍ଥାନରେ ତନାଘନା ଜାରି ରଖିଛି। ।
ମହାକାଳପଡ଼ା (କେନ୍ୟୁଜ): ଗାତରେ ଫସିଗଲା ବଉଳା କୁମ୍ଭୀର । ନିର୍ମାଣାଧୀନ ସେତୁର ଗର୍ତ୍ତରେ ଫସି ଯାଇଛି କୁମ୍ଭୀର । କେନ୍ଦ୍ରାପଡା…
ଭୁବନେଶ୍ୱର (କେନ୍ୟୁଜ): ଯୁକ୍ତ ତିନି ନାମ ଲେଖା ପାଇଁ ଜୁନ୍ ପ୍ରଥମ ସପ୍ତାହରୁ କରିପାରିବେ ଆବେଦନ । ଅନଲାଇନ୍ ଜରିଆରେ…
ପତ୍ନୀ ହୋଇ ରହିଲେ ମାସକୁ ୫ ହଜାର ଟଙ୍କା ଦେବି । ଶଶୁରଙ୍କ ଏଭଳି କଥାରେ ଥାନାରେ ପହଞ୍ଚିଛି ବୋହୂ…
ରାଜସ୍ଥାନ ଜୟପୁରସ୍ଥିତ ଏସଏମଏସ ସରକାରୀ ଡାକ୍ତରଖାନାର ଡାକ୍ତରମାନେ ଲେପ୍ରୋସ୍କୋପି ସାହାଯ୍ୟରେ ଜଣେ ଯୁବକଙ୍କର ଅପରେସନ୍ କରିଛନ୍ତି ଏବଂ ଯୁବକଙ୍କ ପେଟରୁ…
ମୋହନା(କେନ୍ୟୁଜ) : ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଥିବାବେଳେ ଗଜପତି ଜିଲ୍ଲାରେ ମଧ୍ୟ ଅସହ୍ୟ ଗରମ ଅନୁଭୂତ ହେଉଛି…
ଭୁବନେଶ୍ୱର (କେନ୍ୟୁଜ): ବିଜେପି ଉପରେ ପୁଣି ବର୍ଷିଲେ କାର୍ତ୍ତିକ ପାଣ୍ଡିଆନ୍ । କେନ୍ଦ୍ରରେ ଦଶ ବର୍ଷ କ୍ଷମତାରେ ରହିବା ସତ୍ତ୍ବେ…