ରାଜ୍ୟ

ବିଷାକ୍ତ ଫଳ ଖାଇ ୫ ଛାତ୍ର ଅସୁସ୍ଥ, ଡାକ୍ତରଖାନାରେ ଭର୍ତ୍ତି

ବାସୁଦେବପୁର (କେନ୍ୟୁଜ): ବିଷାକ୍ତ ଫଳ ଖାଇ ୫ଜଣ ଛାତ୍ର ଅସୁସ୍ଥ ହୋଇପଡ଼ିଛନ୍ତି। ଭଦ୍ରକ ଜିଲ୍ଲା ବାସୁଦେବପୁର ବ୍ଲକ୍ ଅନ୍ତର୍ଗତ ଚୂଡ଼ାମଣି ଅଞ୍ଚଳରେ ଏହି ଘଟଣା ଘଟିଛି। କଳାରଙ୍ଗର ଫଳ ଖାଇ ଅସୁସ୍ଥ ହୋଇ ପଡ଼ିବାରୁ ବାସୁଦେବପୁର ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି ।

ଗତକାଲି ସନ୍ଧ୍ୟା ସମୟରେ ଟ୍ୟୁସନ ଯାଉଥିବା ବାଟରେ ରାସ୍ତା ପାଖ ଗଛରେ କଳାରଙ୍ଗର ଫଳକୁ ପିଲାମାନେ କୋଳି ବୋଲି ଭାବି ଖାଇଦେଇଥିଲେ। ଏହା ବିଷାକ୍ତ ବୋଲି ଜାଣି ନଥିଲେ। କିଛି ସମୟ ପରେ ବାନ୍ତି ହୋଇ ଅସୁସ୍ଥ ହୋଇ ପଡ଼ିଥିଲେ । ସେମାନଙ୍କର ଚିକିତ୍ସା ପାଇଁ ବାସୁଦେବପୁର ଡାକ୍ତରଖାନାର ଭର୍ତ୍ତି କରିଥିଲେ । ପ୍ରାଥମିକ ଚିକିତ୍ସା ପରେ ସମସ୍ତଙ୍କୁ ଛାଡି ଦିଆଯାଇଛି । ସମସ୍ତେ ସୁସ୍ଥ ଥିବା ସୂଚନା ମିଳିଛି ।

Barsha

Recent Posts

ବସ୍‌ ଷ୍ଟାଣ୍ଡରେ ହୁତୁ ହୁତୁ ହୋଇ ଜଳିଗଲା ୪ ଟି ବସ୍‌

ରାୟଗଡ଼ା(କେନ୍ୟୁଜ୍‌): ବସ୍‌ ରେ ଲାଗିଲା ନିଆଁ । ହୁତୁ ହୁତୁ ହୋଇ ବସ୍‌ଷ୍ଟାଣ୍ଡରେ ଜଳିଗଲା ବସ୍‌ । ରାୟଗଡ଼ା ଜିଲ୍ଲା…

10 mins ago

ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ଫୋରଣ ମାମଲା : ମୃତ୍ୟୁସଂଖ୍ୟା ୮କୁ ବୃଦ୍ଧି

ପୁରୀ(କେନ୍ୟୁଜ୍‌): ପୁରୀ ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ଫୋରଣ ମାମଲାରେ ଆଉ ୨ଜଣଙ୍କ ମୃତ୍ୟୁ । ଏଥିସହ ମୃତ୍ୟୁସଂଖ୍ୟା ୮କୁ ବୃଦ୍ଧି…

20 mins ago

ଟ୍ରେନରେ କେତେବେଳେ ବ୍ୟବହାର କରାଯାଏ ଏମର୍ଜେନ୍ସି ବ୍ରେକ୍?

ଭାରତରେ ଭାରତୀୟ ରେଳ ହେଉଛି ଲୋକଙ୍କ ଲାଇଫ ଲାଇନ । ପ୍ରତିଦିନ ଲକ୍ଷ ଲକ୍ଷ ଯାତ୍ରୀ ଭାରତୀୟ ରେଳପଥ ଦେଇ…

24 mins ago

କୋର୍ଟରୁ ମିଳିଲାନି ଆଶ୍ୱସ୍ତି, କାଲି ତିହାର ଜେଲ୍‌ ଫେରିବେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ପୁଣି ଝଟ୍‌କା । କୋର୍ଟରୁ ତାଙ୍କୁ ଆଶ୍ୱସ୍ତି ମିଳିନାହିଁ । କୋର୍ଟ ତାଙ୍କ ମଧ୍ୟବର୍ତ୍ତୀକାଳୀନ…

28 mins ago

ଚଳଚଞ୍ଚଳ ରଥ ଖଳା, ଆଗେଇ ଚାଲିଛି ମହାପ୍ରଭୁଙ୍କ ରଥ ନିର୍ମାଣ କାର୍ଯ୍ୟ

ପୁରୀ(କେନ୍ୟୁଜ୍‌): ଦ୍ରୁତ ଗତିରେ ଆଗେଇ ଚାଲିଛି ମହାପ୍ରଭୁଙ୍କ ରଥ ନିର୍ମାଣ କାର୍ଯ୍ୟ । ଚଳଚଞ୍ଚଳ ରଥ ଖଳା l ତିନି…

35 mins ago

ବାଟ ଛାଡ ଆମ ସାର୍‌ ଆସୁଛନ୍ତି, ଡିଜେ ବଜାଇ ନାଚି ନାଚି ସାରଙ୍କୁ ଘରେ ଛାଡି ଆସିଲେ ଛାତ୍ର

ସୁବର୍ଣ୍ଣପୁର (କେନ୍ୟୁଜ) : ବାଜୁଛି ଡିଜେ ଆଉ ଡିଜେର ତାଳେ ତାଳେ ନୃତ୍ୟ କରୁଛନ୍ତି ଯୁବକମାନେ । ସେପଟେ ସୁସଜ୍ଜିତ…

35 mins ago