ରାଜ୍ୟ

ଏକାମ୍ର ଉତ୍ସବରେ କଳା ଜଗତର ବରିଷ୍ଠ କଳାକାରଙ୍କୁ ସମ୍ବର୍ଦ୍ଧିତ କଲେ 5ଟି ଅଧ୍ୟକ୍ଷ

ଏକାମ୍ର ଉତ୍ସବରେ ଯୋଗ ଦେଇ କଳା ଜଗତର ବରିଷ୍ଠ କଳାକାରଙ୍କୁ ସମ୍ବର୍ଦ୍ଧିତ କଲେ 5ଟି ଅଧ୍ୟକ୍ଷ। ବିଶିଷ୍ଠ ନିର୍ଦ୍ଦେଶକ, ପ୍ରଯୋଜକ, ଅଭିନେତା, ଅଭିନେତ୍ରୀ, କଣ୍ଠଶିଳ୍ପୀ, ଗୀତିକାର, ବଂଶୀବାଦକଙ୍କ ସମେତ ୨୦ରୁ ଅଧିକ କଳାକାରଙ୍କୁ ସମ୍ବର୍ଦ୍ଧିତ କରିଥିଲେ ।

ଭୁବନେଶ୍ବର ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ୫- ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଯୋଗ ଦେଇଥିବା ବେଳେ ଅନ୍ୟ ଅତିଥୀ ଭାବେ ବିଡ଼ିଏ ଉପାଧ୍ୟକ୍ଷ ବଲୱନ୍ତ ସିଂ ଉପସ୍ଥିତ ଥିଲେ। ଏହି ଅବସରରେ କଳା କ୍ଷେତ୍ରରେ ଅବଦାନ ରଖିଥିବା ବିଶିଷ୍ଠ ବ୍ୟକ୍ତିତ୍ଵଙ୍କୁ ସମ୍ବର୍ଦ୍ଧିତ କରଯାଇଥିଲା ।

ଦେବାଶିଷ ମହାପାତ୍ର, ଗୀତା ଦାଶ ଘନଶ୍ୟାମ ମହାପାତ୍ର, ସବ୍ୟସାଚୀ ମହାପାତ୍ର, ଶ୍ୟାମଳେନ୍ଦୁ ଭଟ୍ଟାଚାର୍ଯ୍ୟ, ଶିଶିର ମିଶ୍ର, ବିଭୁ ଦାସ, ଗଦାଧର ପୁଟ୍ଟି,ତାନସେନ୍ ସିଂ, ହରିପ୍ରସାଦ ଚୌରାସିଆ, ଗୀତା ପଟ୍ଟନାୟକ, ଅଲେଖ ବିଶ୍ବାଳ, ଶୀର୍ଷାନନ୍ଦ କାନୁନଗୋ, ଦେବଦାସ ଛୋଟରାୟ, ସୁବାସ ଦାଶ, ଦିଲ୍ଲୀପ ରାୟ, ସୁରେନ୍ଦ୍ର ସାହୁ, ସୌଦାମିନୀ ମିଶ୍ର, ନମ୍ରତା ଦାସ, ପ୍ରଦ୍ୟୁମ୍ନ ଲେଙ୍କା, ବସନ୍ତ ସାହୁଙ୍କୁ ସମ୍ମାନିତ କରିଥିଲେ । ଏହି ଅବସରରେ ଗୁରୁ ପଦ୍ମଶ୍ରୀ ଅରୁଣା ମହାନ୍ତି ଓ ତାଙ୍କ ସାଥୀ କଳାକାରଙ୍କ ଦ୍ଵାରା ଓଡ଼ିଶୀ ନୃତ୍ୟ ପ୍ରଦର୍ଶୀତ ହୋଇଥିଲା।

Niharanjan

Recent Posts

ଦିଲ୍ଲୀ: ମଧ୍ୟରାତ୍ରିରେ ଘରେ ଲାଗିଲା ଭୟଙ୍କର ନିଆଁ, ଅଣନିଃଶ୍ୱାସୀ ହୋଇ ଚାଲିଗଲା ପରିବାରର ୪ ଜୀବନ

ରାଜଧାନୀ ଦିଲ୍ଲୀର ପ୍ରେମ୍‌ ନଗରରେ ଘଟିଛି ଏକ ଭୟାବହ ଅଗ୍ନିକାଣ୍ଡ । ଏଠାରେ ଘରେ ନିଆଁ ଲାଗି ପରିବାରର ୪…

11 mins ago

ଟି୨୦ ବିଶ୍ୱକପ : ବାଂଲାଦେଶକୁ ହରାଇ ସେମିଫାଇନାଲରେ ଏଣ୍ଟ୍ରି କଲା ଆଫଗାନିସ୍ତାନ, ୮ ରନରେ ମ୍ୟାଚ ହାତେଇଲା ରାଶିଦ ବାହିନୀ

ଆଇସିସି ଟି୨୦ ବିଶ୍ୱକପ ସେମିଫାଇନାଲରେ ପ୍ରବେଶ କରିଛି ଆଫଗାନିସ୍ତାନ । ବାଂଲାଦେଶକୁ ଡିଏଲଏସ ନିୟମରେ ହରାଇ ସେମିରେ ପ୍ରବେଶ କରିଛି…

22 mins ago

ବର୍ଷା ହେଲେ ଅଯୋଧ୍ୟା ରାମ ମନ୍ଦିର ଛାତରୁ ଗଳୁଛି ପାଣି, ଚିନ୍ତା ପ୍ରକଟ କଲେ ମୁଖ୍ୟ ପୁରୋହିତ

ଅଯୋଧ୍ୟା: ସବୁ ପ୍ରତୀକ୍ଷାର ଅନ୍ତ ଘଟି ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା ହୋଇସାରିଥିବାବେଳେ, ପ୍ରଭୁ ଶ୍ରୀରାମ ଅଯୋଧ୍ୟା ମନ୍ଦିରରେ…

35 mins ago

ରିଲ୍ସ ପାଇଁ ବିପଜ୍ଜନକ ଷ୍ଟଣ୍ଟ, ସମୁଦ୍ରରେ ପାଣିରେ ବୁଡ଼ିଲା ମହିନ୍ଦ୍ରା ଥାର

ଆପଣ ପ୍ରତ୍ୟେକ ଦିନ ଅନେକ ରିଲ୍ସ ନିଶ୍ଚିତ ଦେଖୁଥିବେ । ଲୋକମାନେ ରିଲ୍ସ କରିବା ପାଇଁ ନିଜ ଜୀବନକୁ ବାଜି…

38 mins ago

ଦୂଷିତ ହେବାରେ ଲାଗିଛି ନଦୀ ଜଳ, ପାଣିରେ ଭାସୁଛନ୍ତି କୁଢ଼ କୁଢ଼ ମାଛ

ପିପିଲି : ପାଣିରେ ଭାସୁଛନ୍ତି କୁଢ଼ କୁଢ଼ ମାଛ । ରାଜୁଆ ନଦୀରେ ମରି ପଡିଛନ୍ତି ମଲା ମାଛ ।…

58 mins ago

ବିରିୟାନୀରେ ମିଳିଲାନି ଚିକେନ୍‌ ଲେଗ୍‌ ପିସ୍‌ , ବିବାହ ସମାରୋହ ପାଲଟିଲା ରଣକ୍ଷେତ୍ର

ବିବାହ ସମାରୋହରେ ହେଲା ମହାଭାରତ । ବର ବାହା ହେବ କଣ ଗଣ୍ଡଗୋଳରେ ମାତିଗଲା । ଯିଏ ଯାହାକୁ ପାରିଲା…

2 hours ago