ସୁନ୍ଦରଗଡ଼ ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ କଲେ 5 T ସଚିବ ଭି. କେ. ପାଣ୍ଡିଆନ୍

ସୁନ୍ଦରଗଡ଼(କେନ୍ୟୁଜ୍): ସୁନ୍ଦରଗଡ଼ ଜିଲ୍ଲା ଗସ୍ତରେ 5 T ସଚିବ ଭି. କେ. ପାଣ୍ଡିଆନ୍ । ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ପହଞ୍ଚି ମାତୃ ଓ ଶିଶୁ ସ୍ୱାସ୍ଥ୍ୟ ବିଭାଗ ପରିଦର୍ଶନ କରିଛନ୍ତି । ରୋଗୀଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି । କିପରି ସ୍ୱାସ୍ଥ୍ୟସେବା ଯୋଗାଇ ଦିଆଯାଉଛି, ସେନେଇ ରୋଗୀ ଓ ତାଙ୍କ ସଂପର୍କୀୟଙ୍କୁ ପଚାରି ବୁଝିଛନ୍ତି । ଏହା ସହ ମେଡିକାଲ କର୍ମଚାରୀଙ୍କ ସହ ଆଲୋଚନା କରିଛନ୍ତି । 5 T ସଚିବଙ୍କ ସହ ଶାଳିନୀ ପଣ୍ଡିତ ଓ ସୁରେଶ ମହାପାତ୍ର ମଧ୍ୟ ଉପସ୍ଥିତ ଥିଲେ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.