ସାପ୍ତାହିକ ହାଟରେ ମହୁମାଛି ଆକ୍ରମଣ, ୫୦ଆହତ

ମହୁମାଛି ଆକ୍ରମଣରେ ୫୦ଆହତ। ସାପ୍ତାହିକ ହାଟରେ ମହୁମାଛି ଆକ୍ରମଣ। ନୂଆପଡା ଜିଲ୍ଲା ଖଡ଼ିଆଳ ବ୍ଲକ ଦୋହେଲପଡା ଗାଁରେ ସାପ୍ତାହିକ ହାଟ ଚାଲିଥିବା ବେଳେ ମହୁମାଛି ଆକ୍ରମଣ କରିଥିଲା।

ନୂଆପଡା (କେନ୍ୟୁଜ):  ମହୁମାଛି ଆକ୍ରମଣରେ ୫୦ଆହତ। ସାପ୍ତାହିକ ହାଟରେ ମହୁମାଛି ଆକ୍ରମଣ। ନୂଆପଡା ଜିଲ୍ଲା ଖଡ଼ିଆଳ ବ୍ଲକ ଦୋହେଲପଡା ଗାଁରେ ସାପ୍ତାହିକ ହାଟ ଚାଲିଥିବା ବେଳେ ମହୁମାଛି ଆକ୍ରମଣ କରିଥିଲା।

ମହୁମାଛି ଗୋଡ଼ାଇ ଗୋଡ଼ାଇ ଆକ୍ରମଣ କରିବାକୁ ଲୋକମାନେ ଯିଏ ଯୁଆଡ଼େ ପାରିଲେ ଦୌଡ଼ିଥିଲେ। ମହୁମାଛି ଆକ୍ରମଣରେ ୫୦ରୁ ଅଧିକ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଗୁରୁତର ମାନଙ୍କୁ ବଲାଙ୍ଗୀର ଜିଲ୍ଲା ସିନ୍ଧେକେଲା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି।

Leave A Reply

Your email address will not be published.