ସରିଲା ପୌର ନିର୍ବାଚନ: ଭୁବନେଶ୍ବରରେ ୫୦ ପ୍ରତିଶତ ହେଲା ସହରୀ ଭୋଟ

କେନ୍ୟୁଜ୍(ବ୍ୟୁରୋ):  ସରିଲା ପୌର ମତଦାନ । ଅପରାହ୍ନ ୫ଟା ସୁଦ୍ଧା ୫୦ ପ୍ରତିଶତରୁ ଅଧିକ ମତଦାନ ହୋଇଛି । ୪୭ଟି ପୌର ପରିଷଦ, ୫୯ଟି ବିଜ୍ଞାପିତ ଅଞ୍ଚଳ ପରିଷଦ ଓ ୩ଟି ମହାନଗର ନିଗମରେ ଭୋଟଗ୍ରହଣ ଚାଲିଥିଲା ।

ପ୍ରଥମ ଥର ପାଇଁ ମେୟର ଓ ପୌରାଧ୍ୟକ୍ଷ ପଦ ପାଇଁ ପ୍ରତ୍ୟକ୍ଷ ନିର୍ବାଚନ ହୋଇଛି । ୪୦ ଲକ୍ଷ ଭୋଟର ମତସାବ୍ୟସ୍ତ କରିଛନ୍ତି । ଭୁବନେଶ୍ୱର ମହାନଗର ନିର୍ବାଚନ ପାଇଁ ୬୭ଟି ୱାର୍ଡରେ ଥିବା ୭ଲକ୍ଷ ୨୫ହଜାରରୁ ଅଧିକ ଲୋକ ମତଦାନ ସାବ୍ୟସ୍ତ କରିଛନ୍ତି ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.