କ୍ରାଇମବ୍ରାଞ୍ଚ STF କବ୍ଜାରେ ବ୍ରାଉନସୁଗର ବେପାରୀ, ୫୨୦ ଗ୍ରାମ ବ୍ରାଉନ ସୁଗାର ଜବତ

କ୍ରାଇମବ୍ରାଞ୍ଚ STF କବ୍ଜାରେ ବ୍ରାଉନସୁଗର ବେପାରୀ । ମୟୁରଭଞ୍ଜରୁ ବ୍ରାଉନସୁଗାର ଆଣି କେନ୍ଦୁଝରକୁ ଫେରୁଥିଲା ବ୍ରାଉନସୁଗାର ବେପାରୀ ଦେବାନନ୍ଦ ସାମଲ । ସିଲୁଆଁ ଛକ ନିକଟରେ ମାଡ଼ି ବସିଲା STF । ଦେବାନନ୍ଦ ଆନନ୍ଦପୁର ଅଞ୍ଚଳର ।

କେନ୍ଦୁଝର : କ୍ରାଇମବ୍ରାଞ୍ଚ STF କବ୍ଜାରେ ବ୍ରାଉନସୁଗର ବେପାରୀ । ମୟୁରଭଞ୍ଜରୁ ବ୍ରାଉନସୁଗାର ଆଣି କେନ୍ଦୁଝରକୁ ଫେରୁଥିଲା ବ୍ରାଉନସୁଗାର ବେପାରୀ ଦେବାନନ୍ଦ ସାମଲ । ସିଲୁଆଁ ଛକ ନିକଟରେ ମାଡ଼ି ବସିଲା STF । ଦେବାନନ୍ଦ ଆନନ୍ଦପୁର ଅଞ୍ଚଳର । ତା’ ନିକଟରକୁ ୫୨୦ ଗ୍ରାମ ବ୍ରାଉନ ସୁଗାର ଜବତ ହୋଇଛି ।

ଏହାର ଆନୁମାନିକ ମୂଲ୍ୟ ୫୦ ଲକ୍ଷ ଟଙ୍କା ହେବ । ଏହା ସହ ମାରୁତି ଅଲ୍ଟୋ କାର୍ , ମୋବାଇଲ ଫୋନ ଓ କିଛି ଟଙ୍କା ମଧ୍ୟ ଜବତ ହୋଇଛି । ବିଶେଷ ସୁତ୍ରରୁ ଖବର ପାଇ ଚଢଉ କରିଥିଲା STF। ଏହି ବ୍ରାଉନସୁଗାର କାରବାରରେ ଆଉ କିଏ କିଏ ସାମିଲ ଅଛନ୍ତି , ସେନେଇ ଛାନବିନ ଜାରି ରଖିଛି ଏସ୍ଟିଏଫ୍ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.