ରାଜ୍ୟ

ଗତ ୨୪ ଘଣ୍ଟାରେ ରାଜ୍ୟରେ ୫୭ ନୂଆ ପଜିଟିଭ ଚିହ୍ନଟ, କଟକ ଜିଲ୍ଲାରୁ ସର୍ବାଧିକ ୧୦ ଜଣ

ଭୁବନେଶ୍ୱର(କେନ୍ୟୁଜ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୫୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୨ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୨୫ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ସଂକ୍ରମିତଙ୍କ ମଧ୍ୟରେ ୮ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୧୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି।

ସେହିଭଳି ବାଲେଶ୍ଵରରେ ୪, କଟକରେ ୪, ଦେଓଗଡ଼ରେ ୪, ଗଜପତିରେ ୨, ଜଗତସିଂହପୁରରେ ୧, ଯାଜପୁରରେ ୧, କଳାହାଣ୍ଡିରେ ୧, ଖୋର୍ଦ୍ଧାରେ ୮, କୋରାପୁଟରେ ୧, ନୟାଗଡ଼ରେ ୪, ନୂଆପଡ଼ାରେ ୧, ପୁରୀରେ ୧, ରାୟଗଡ଼ାରେ ୧, ସମ୍ବଲପୁରରେ ୨, ସୋନପୁରରେ ୧, ସୁନ୍ଦରଗଡ଼ରେ ୧୯ ଓ ଷ୍ଟେଟ ପୁଲରୁ ୨ ସଂକ୍ରମିତ ହୋଇଛନ୍ତି।

Also Read: ଓଡ଼ିଶାରେ ଗତ ୨୪ ଘଣ୍ଟାରେ ୫୯ ନୂଆ ପଜିଟିଭ ଚିହ୍ନଟ, କଟକ ଜିଲ୍ଲାରୁ ସର୍ବାଧିକ ୧୦ ଜଣ

WCW 11

Recent Posts

ଆଜିର ରାଶିଫଳ : ଏହି ରାଶିର ଲୋକେ ଆଜି ବାହାରକୁ ଯାତ୍ରା କରିବେ ଏବଂ ପରିବାର ସହ ଖୁସିର ସମୟ କାଟିବେ

ମେଷ : ଏହି ରାଶିର ବ୍ୟକ୍ତିମାନେ କର୍ମକ୍ଷେତ୍ରରେ ଆଗକୁ ଯିବେ, ଏହା ସହ ସମ୍ମାନ ମିଳିବା ସହିତ ଆପଣ ଏକ…

55 mins ago

ଚାଇଲ୍ଡ ଲାଇନ କର୍ମଚାଚାରୀଙ୍କ ଉପରେ ଆକ୍ରମଣ ଅଭିଯୋଗ

 ଯାଜପୁର ଟାଉନ : ରେସ୍ତୁରାଣ୍ଟରେ ଶିଶୁ ଶ୍ରମିକ କାମ କରୁଥିବା ଖବର ପାଇ ଚଢ଼ାଉ କରିବାକୁ ଯାଇଥିବା ଚାଇଲ୍ଡ ଲାଇନ…

2 hours ago

ଆସନ୍ତାକାଲି ବିଜେଡିର ରାଜ୍ୟସଭା ସାଂସଦଙ୍କ ସହ ଆଲୋଚନା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ

 ଭୁବନେଶ୍ବର : ଆସନ୍ତାକାଲି ବିଜେଡିର ରାଜ୍ୟସଭା ସାଂସଦଙ୍କ ସହ ଆଲୋଚନା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିବାସରେ…

2 hours ago

ତୁଟିଲା ବିବାଦ, ଆଜି ବାରିପଦା ବସଷ୍ଟାଣ୍ଡରୁ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ

ମୟୁରଭଞ୍ଜ : ତୁଟିଲା ବିବାଦ ।  ମୟୁରଭଞ୍ଜ ଜିଲ୍ଲାରେ ସ୍ବାଭାବିକ ହେଲା ବସ୍ ଚଳା ଚଳ । ୩ ଦିନ…

3 hours ago

ଘଟଗାଁ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟିର ଅନୁଦାନ

କେନ୍ଦୁଝର : ଘଟଗାଁ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟିର ଅନୁଦାନ। କେନ୍ଦୁଝର ଜିଲ୍ଲାକୁ ଦୁଇ ଦିନିଆ…

3 hours ago

ଅଜଣା ରୋଗରେ ଆକ୍ରାନ୍ତ ହୋଇ ବିଛଣାରେ ପଡ଼ି ରହିଛି ୩୫ ବର୍ଷୀୟ ପୁଅ

ବାଲେଶ୍ବର: ଆଶା କରିଥିଲୁ ବୁଢ଼ା କାଳେ ଆମ ପୁଅ ଆମ ସାହାରା ପାଲଟିବ । ଆମେ ଜମି ବାଡ଼ି ବିକ୍ରି…

4 hours ago