ଆଜି ରାଜ୍ୟରେ ଚିହ୍ନଟ ହେଲେ ୫୮ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରେ ଚିହ୍ନଟ ହେଲେ ୫୮ ଜଣ କରୋନା ଆକ୍ରାନ୍ତ । ସଂଗରୋଧ କେନ୍ଦ୍ରରୁ ୩୫ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୨୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୬ହଜାର ୦୪୨କୁ ବୃଦ୍ଧି ପାଇଛି। ସେହିପରି ସୁସ୍ଥ ହେଲେଣି ପାଖାପାଖି ୩ ଲକ୍ଷ ୩୩ହଜାର ୨୮୦। ଆକ୍ଟିଭ କେସ୍‌ ରହିଛି ୭୯୯।

Leave A Reply

Your email address will not be published.