Categories: ରାଜ୍ୟ

ସୁନ୍ଦରଗଡ଼: ଟ୍ରକରୁ ୫ କ୍ୱିଣ୍ଟାଲ ଗଞ୍ଜେଇ ଜବତ, ୩ ଜଣଙ୍କୁ ଗିରଫ କରିବା ସହ ୨୯ ହଜାର ଟଙ୍କା ଓ ୪ ଟି ମୋବାଇଲ୍‌ ଜବତ

ସୁନ୍ଦରଗଡ଼: ଟ୍ରକରୁ ୫ କ୍ୱିଣ୍ଟାଲ ଗଞ୍ଜେଇ ଜବତ। ସୁନ୍ଦରଗଡ଼ ଟାଉନ୍‌ ପୋଲିସ ଗତ ରାତିରେ ଏକ ଟ୍ରକରୁ ୫ କ୍ୱିଣ୍ଟାଲ ଗଞ୍ଜେଇ ଜବତ କରିବା ସହ, ୩ ଜଣଙ୍କୁ ଗିରଫ କରିଛି। ସମ୍ବଲପୁରରୁ ଆସୁଥିବା ଏକ ଟ୍ରକରେ ଗଞ୍ଜେଇ ଚୋରା ଚାଲାଣ ହେଉଥିବା ନେଇ ସୁନ୍ଦରଗଡ଼ ଏସ୍‌ପି ଖବର ପାଇବା ପରେ ଚଢାଉ ପାଇଁ ନିର୍ଦ୍ଦେଶ ଦେଇଥିଲେ। ଚଢାଉ ପରେ ୩ ଜଣଙ୍କୁ ଗିରଫ କରିବା ସହ ସେମାନଙ୍କ ନିକଟରୁ ୨୯ ହଜାର ଟଙ୍କା ଓ ୪ ଟି ମୋବାଇଲ୍‌ ଜବତ କରିଛି। ଏହି ଘଟଣାକୁ ନେଇ ପୋଲିସ ତଦନ୍ତ ଜାରି ରଖିଥିବା ଏସ୍‌ପି କହିଛନ୍ତି ।

KNews Bureau

Recent Posts

ଆସନ୍ତାକାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ

କାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ । ୨୦୨୨ ପରାଜୟର ବଦଲା ନେବାକୁ ପ୍ରସ୍ତୁତ ରୋହିତ ବାହିନୀ ।…

24 mins ago

ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ

ପୁରୀ: ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ । ପୁରୀ ପୌରସଦନ ଠାରେ ଆଇନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ…

32 mins ago

ଜାଣନ୍ତୁ ସୁନା ଦର କେତେ ରହିଛି ଆଜି

ଜାଣନ୍ତୁ, କେତେ ରହିଛି ଆଜି ସୁନା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି…

47 mins ago

ଭିଜିଲାନ୍ସ ଜାଲରେ ଆରଆଇ: ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡିଲେ

ଭଞ୍ଜନଗର: ଭିଜିଲାନ୍ସ ଜାଲରେ ଆରଆଇ । ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ । ଗଂଜାମ…

53 mins ago

ବାଲେଶ୍ଵରରେ ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର

ବାଲେଶ୍ଵର: ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର । ବାଲେଶ୍ଵରରେ ଆଜିଠୁ ରାତ୍ରିକାଳୀନ କର୍ଫ୍ୟୁ । ରାତି ୯ଟାରୁ…

1 hour ago

ଆଜିଠୁ ୪ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା

ଭୁବନେଶ୍ୱର: ଆଜିଠୁ ୪ଦିନ ଯାଏ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ…

2 hours ago