Below header

ହିଞ୍ଜିଳି ନିର୍ବାଚନମଣ୍ଡଳୀରେ ୫-ଟି ତଥା ଆମ ଓଡ଼ିଶା ନବୀନ ଓଡ଼ିଶାର ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ୍

ଗଞ୍ଜାମ ଜିଲ୍ଲା ହିଞ୍ଜିଳି ନିର୍ବାଚନମଣ୍ଡଳୀରେ ୫-ଟି ତଥା ଆମ ଓଡ଼ିଶା ନବୀନ ଓଡ଼ିଶାର ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ୍। ପୋଚିଲିମା ଖାମ୍ବେୟା ଦୋରା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ରୂପାନ୍ତିକରଣ ଓ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି ।

ଗଞ୍ଜାମ ଜିଲ୍ଲା ହିଞ୍ଜିଳି ନିର୍ବାଚନମଣ୍ଡଳୀରେ ୫-ଟି ତଥା ଆମ ଓଡ଼ିଶା ନବୀନ ଓଡ଼ିଶାର ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ୍। ପୋଚିଲିମା ଖାମ୍ବେୟା ଦୋରା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ରୂପାନ୍ତିକରଣ ଓ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି । ଏହା ସହ ଛାତ୍ରଛାତ୍ରୀ ଏବଂ କର୍ମଚାରୀଙ୍କ ସହିତ ଆଲୋଚନା କରିଛନ୍ତି। ବୃନ୍ଦାବନ ବିଦ୍ୟାପୀଠ ମିନି ଷ୍ଟାଡିୟମରେ ପ୍ରାୟ ୬ ହଜାର କଲେଜ୍ ଛାତ୍ରଛାତ୍ରୀ ଉପସ୍ଥିତି ଥିଲେ । ନୂଆ-ଓ’ ଯୁବ ଓଡ଼ିଶା-ନବୀନ ଓଡ଼ିଶା ରେ ଯୋଗଦେଇ ଛାତ୍ରଛାତ୍ରୀଙ୍କ ସହ ଆଲୋଚନା କରିଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.