ପୁରୀ(କେନ୍ୟୁଜ୍): ପୁରୀରେ ବିଜେଡି ନିର୍ବାଚନ ମୁଖ୍ୟ ରଣନୀତିକାର କାର୍ତ୍ତିକ ପାଣ୍ଡିଆନଙ୍କ ବିଶାଳ ରୋଡ ସୋ । ପ୍ରଥମେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଥିଲେ। ପରେ ରୋଡ଼ ସୋ କରିଛନ୍ତି ପାଣ୍ଡିଆନ। ବଡ଼ଦାଣ୍ଡର ମରଚିକୋଟ ଛକ ଠାରୁ ଶ୍ରୀଗୁଣ୍ଡିଚା ମନ୍ଦିର ପର୍ଯ୍ୟନ୍ତ ବିଶାଳ ରୋଡ଼ ସୋ କରିଛନ୍ତି। ପାଣ୍ଡିଆନଙ୍କୁ ଦେଖିବାକୁ ବଡ଼ଦାଣ୍ଡରେ ପ୍ରବଳ ଜନଗହଳି ହୋଇଥିଲା। ଜୁନ ୯ତାରିଖରେ ନବୀନ ପଟ୍ଟନାୟକ ଷଷ୍ଠ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ ବୋଲି କହିଛନ୍ତି ପାଣ୍ଡିଆନ।
ଲମତାପୁଟ : କେକରେ ଲେଖା ହୋଇଛି ରବି ଆଣ୍ଡ୍ ମଞ୍ଜୁ । ଆଉ ପାଖରେ ଫୁଲ ମାଳ ପିନ୍ଧି ଛିଡା…
ଲକ୍ଷ୍ମୀପୁର : ଏବେ ମୃତ୍ୟୁର ତାଣ୍ଡବ ଖେଳି ଚାଲିଛି ଡିଫଥେରିଆ । ଏହି ରୋଗ ଜଣକ ପରେ ଜଣକୁ ନିଜ…
ଜଳେଶ୍ବର : ବାଲେଶ୍ବର ଜିଲ୍ଲା ବସ୍ତା ଥାନା ଅନ୍ତର୍ଗତ ଦକ୍ଷିଣ ପୂର୍ବ ରେଳପଥର ନୂଆଗାଁ ରୋଡ଼ ରେଳଷ୍ଟେସନ ମଧ୍ୟ ସ୍ଥଳ…
କଟକ(କେନ୍ୟୁଜ୍): ରଥଯାତ୍ରା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର । ସବୁଠି ଶଂଙ୍ଖ ଘଣ୍ଟ ହୁଳୁହୁଳି ଶଦ୍ଦରେ ପୂରି ଉଠୁଛି ପୂରା ପରିବେଶ…
ସୋନାକ୍ଷୀ ସିହ୍ନା ଏବଂ ଜାହିର ଇକବାଲ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି । ଜୁନ୍ ୨୩ ରେ ଜହିର ଇକବାଲଙ୍କ…
ଗତ କିଛି ଦିନ ହେବ ଲଗାତାର ଭାବେ ଖାଦ୍ୟରୁ ମୂଷା, ଅସରପା, ବେଙ୍ଗ, ବ୍ଲେଡ୍ ଆଦି ବାହାରିବା ନେଇ ସୋସିଆଲ…