ରାଜ୍ୟ

କଳାହାଣ୍ଡି ଜିଲ୍ଲା ଗସ୍ତରେ 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ

କଳାହାଣ୍ଡି ଜିଲ୍ଲା ଗସ୍ତରେ 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ । ଭବାନୀପାଟଣା ଠାରେ ବିଜେଡି ପକ୍ଷରୁ ଅନୁଷ୍ଠିତ ସମାବେଶ ରେ 5T ଅଧ୍ୟକ୍ଷ ଯୋଗୋଦାନ କରି ଲକୋଙ୍କ ଅଭିଯୋଗ ପତ୍ର ଗ୍ରହଣ କରିଥିଲେ। ବିଜୁ ସ୍ୱାସ୍ଥ୍ୟ କାର୍ଡ ,ଲଷ୍ମୀ ବସ ଯୋଜନା ଉପରେ କହିଥିଲେ 5T ଅଧ୍ଯକ୍ଷ।ମୁଖ୍ୟମନ୍ତ୍ରୀଙ୍କ ଆସନ୍ତା ଦିନରେ ସହରାଞ୍ଚଳ ପାଇଁ ମଧ୍ୟ ବିଜୁ ସ୍ୱାସ୍ଥ୍ୟ କାର୍ଡ ଆରମ୍ଭର ଯୋଜନା ରଖିଛନ୍ତି। ଆମ ବ୍ୟାଙ୍କ ଯୋଜନା ପ୍ରତ୍ୟେକ ପଞ୍ଚାୟତରେ ହେବ। ଖୁବଶୀଘ୍ର ଭତ୍ତା ନେଇ ଖୁସୀ ଖବର ପାଇବେ ହିତାଧିକାରୀ। ମୁଖ୍ୟମନ୍ତ୍ରୀଙ୍କ ନୂଆ ଓଡିଶା ଓ ଶସକ୍ତ ଓଡିଶା ନେଇ ଆହ୍ୱାନ କରିଥିଲେ 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ।

Niharanjan

Recent Posts

ଖୁବ ଶୀଘ୍ର ଲଞ୍ଚ ହେବାକୁ ଯାଉଛି Honor X6b, ମିଳିବ ଦମଦାର ଫିଚର୍ସ

ସ୍ମାର୍ଟଫୋନ୍ ବଜାରରେ ପ୍ରତିଦିନ ନୂଆ ସ୍ମାର୍ଟଫୋନ୍ ଲଞ୍ଚ କରାଯାଏ । ଏହି ଧାରା ଜୁନ୍ ମାସରେ ମଧ୍ୟ ଜାରି ରହିଛି…

2 mins ago

ବାଦଶାହଙ୍କ ନୂଆ ପୋଷ୍ଟ ସୋସିଆଲ ମିଡିଆରେ ସୃଷ୍ଟି କଲା ଆଲୋଡ଼ନ, ଜାଣନ୍ତୁ କାହିଁକି

ର‍୍ୟାପର ବାଦଶାହ ସାରା ବିଶ୍ୱରେ ଅନେକ ନାମ ଅର୍ଜନ କରିଛନ୍ତି । କେବଳ ଏତିକି ନୁହେଁ, ସେ ମ୍ୟୁଜିକ୍ ଇଣ୍ଡଷ୍ଟ୍ରୀରେ…

15 mins ago

‘ଭାରତରେ EVM ଏକ ବ୍ଲାକ୍‌ ବକ୍ସ, କାହାକୁ ବି ନାହିଁ ଏହାର ଯାଞ୍ଚ ଅନୁମତି’; ପ୍ରଶ୍ନ ଉଠାଇଲେ ରାହୁଲ ଗାନ୍ଧି

କଂଗ୍ରେସ ନେତା ରାହୁଲ ଗାନ୍ଧି ଇଭିଏମ୍‌କୁ ନେଇ ପ୍ରଶ୍ନ ଉଠାଇଛନ୍ତି । ଏହା ଭାରତର ଏକ ବ୍ଲାକ୍‌ ବକ୍ସ ବୋଲି…

16 mins ago

କବାଟ ତାଡ଼ି ସୁନା ଲୁଟିନେଲେ ଦୁର୍ବୃତ୍ତ, ପୋଲିସ ତଦନ୍ତ ଜାରି

ତାଳଚେର : କବାଟ ତାଡ଼ି ସୁନା ଲୁଟିନେଲେ ଦୁର୍ବୃତ୍ତ । ତାଳଚେର ବାଘମରାଠାରେ ହୋଇଛି ଏହି ଚୋରି । ଘରେ…

60 mins ago

ସଲମାନ ଖାନଙ୍କୁ ଜୀବନରୁ ମାରିଦେବାକୁ ଧମକ, FIR ପଞ୍ଜିକୃତ; ରାଜସ୍ଥାନରୁ ଅଭିଯୁକ୍ତ ଗିରଫ

ବଲିଉଡ୍‌ ସୁପରଷ୍ଟାର ସଲମାନ ଖାନଙ୍କୁ ପୁଣି ମିଳିଛି ହତ୍ୟା ଧମକ । ଏହି ଘଟଣାରେ ମୁମ୍ବାଇ ସାଉଥ୍‌ ସାଇବର ଥାନାରେ…

1 hour ago

ଦ୍ରୁତଗତିରେ ଆଗେଇ ଚାଲିଛି ରଥ ନିର୍ମାଣ କାମ

ପୁରୀ : ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଲାଗି ଜୋରସୋରରେ ଆଗେଇ ଚାଲିଛି ରଥ ନିର୍ମାଣ କାମ । ତିନି ରଥର…

1 hour ago