ପୁରୀ (କେନ୍ୟୁଜ): ପୁରୀ ଗସ୍ତରେ ଫାଇଭ୍ ଟି ସଚିବ ଭିକେ ପାଣ୍ଡିଆନ । ଶ୍ରୀମନ୍ଦିର ଯାଇ ଶ୍ରୀଜୀଉଙ୍କ ଦର୍ଶନ କରିଛନ୍ତି । ଏହାସହ ଶ୍ରୀମନ୍ଦିର ଚତୁର୍ପାଶ୍ୱରେ ଚାଲିଥିବା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କରିଛନ୍ତି । ଶ୍ରୀମନ୍ଦିର ଚାରିପାଖ ବୁଲି ପରିକ୍ରମା ପ୍ରକଳ୍ପର ନିର୍ମାଣ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି।
ରଥଯାତ୍ରା ପୂର୍ବରୁ ସମସ୍ତ କାର୍ଯ୍ୟ ଶେଷ କରିବା ଲାଗି ଲକ୍ଷ୍ୟ ରଖା ଯାଇଛି । ବିଭିନ୍ନ ସମୟରେ ପୁରୀ ଆସି ନିର୍ମାଣ କାର୍ଯ୍ୟ ସମୀକ୍ଷା କରୁଛନ୍ତି ଫାଇଭ ଟି ସଚିବ ଭି କେ ପାଣ୍ଡିଆନ୍। ଜିଲ୍ଲାପାଳ, ଉପଜିଲ୍ଲାପାଳ ଓ ଟାଟା ଓବିସିସି ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି ।
ଭୁବନେଶ୍ୱର: ରାଜ୍ଯରେ ସକ୍ରିୟ ରହିଛି ମୌସୁମୀ ବାୟୁ । ପ୍ରଭାବରେ ରାଜ୍ୟବ୍ୟାପୀ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି ।…
ଭୁବନେଶ୍ୱର(କେନ୍ୟୁଜ୍): ରଥଯାତ୍ରା ପାଇଁ ଓଏସଆରଟିସି ପକ୍ଷରୁ ହେବ ଏହି ସ୍ୱତନ୍ତ୍ର ବ୍ୟବସ୍ଥା । ପ୍ରତି ବ୍ଲକ ହେଡକ୍ୱାର୍ଟରରୁ ପୁରୀକୁ ଗଡିବ…
ଫ୍ୟାନ୍ସ ଉତ୍ସାହର ସହିତ ପ୍ରଭାସଙ୍କ ଫିଲ୍ମ ‘କଲ୍କୀ 2898 AD’କୁ ଅପେକ୍ଷା କରିଛନ୍ତି । ଏହି ଫିଲ୍ମଟି ଜୁନ୍ ୨୭ରେ…
ପୋଲିସ ବାବୁଙ୍କୁ ମହଙ୍ଗା ପଡ଼ିଲା ପରକୀୟା ପ୍ରେମ । ପ୍ରେମ କରି ଫସିଲେ ପୋଲିସ ବାବୁ। ହୋଟେଲ ରୁମ୍ରୁ ପ୍ରେମିକା…
କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ତଥା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ଦଳ ବଡ଼ ଦାୟିତ୍ୱ ହସ୍ତାନ୍ତର କରିଛି । ତାଙ୍କୁ…
ଲମତାପୁଟ : କେକରେ ଲେଖା ହୋଇଛି ରବି ଆଣ୍ଡ୍ ମଞ୍ଜୁ । ଆଉ ପାଖରେ ଫୁଲ ମାଳ ପିନ୍ଧି ଛିଡା…