ବାଲେଶ୍ୱରର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତାଳସରୀ ଓ ଉଦୟପୁର ବେଳାଭୂମିର ହେବ ଉନ୍ନତି, ଜଳେଶ୍ୱରରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି 5T ସଚିବ

ଜଳେଶ୍ୱର: ବାଲେଶ୍ୱରର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତାଳସରୀ ଓ ଉଦୟପୁର ବେଳାଭୂମିର ହେବ ଉନ୍ନତି । ଜଳେଶ୍ୱରରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି 5T ସଚିବ ଭି. କେ. ପାଣ୍ଡିଆନ୍‌ ଓ ମୁଖ୍ୟ ଶାସନ ସଚିବ ଅସୀତ ତ୍ରିପାଠୀ । ବେଳାଭୂମିର ନକ୍ସା ଦେଖିଛନ୍ତି । ଏହାସହ ବିଭାଗୀୟ ଅଧିକାରୀଙ୍କ ସହ ବି ବେଳାଭୂମିର ସମସ୍ୟା ସମ୍ପର୍କରେ ଆଲୋଚନା କରିଥିଲେ ଫାଇଭ୍‌ ଟି ସଚିବ । ବିସ୍ତୀର୍ଣ୍ଣ ବେଳାଭୂମି ବୁଲି ଦେଖିଥିଲେ । ତାଳସରୀ ଓ ଉଦୟପୁର ବେଳାଭୂମିର କିଭଳି ବିକାଶ କରାଯିବ ଓ ଏହା ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବ ସେନେଇ ଗ୍ରାଉଣ୍ଡରେ ସ୍ଥିତି ପରଖିଛନ୍ତି ଫାଇଭ୍‌ ଟି ସଚିବ ଭି.କେ ପାଣ୍ଡିଆନ୍‌।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.