କଟକ(କେନ୍ୟୁଜ୍):କଟକରେ ବିକାଶମୂଳକ କାର୍ଯ୍ୟର ସମୀକ୍ଷା। ସହରର ବିଭିନ୍ନ ବିକାଶମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି 5T ସଚିବ ଭି.କେ. ପାଣ୍ଡିଆନ। ପ୍ରଥମେ ଖାନନଗରରେ ପହଞ୍ଚି ନେତାଜୀ ବସ୍ ଟର୍ମିନାଲ କାର୍ଯ୍ୟର ଅଗ୍ରଗତିର ସମୀକ୍ଷା କରିଛନ୍ତି। 5T ସଚିବଙ୍କ ସହ କଟକ ଜିଲ୍ଲାପାଳ ଭବାନୀ ଶଙ୍କର ଚୟନୀ, କଟକ କମିସନର, ସିଡିଏ ଅଧ୍ୟକ୍ଷ ଓ ପୂର୍ତ୍ତବିଭାଗର କର୍ମଚାରୀ ମାନେ ଉପସ୍ଥିତ ଥିଲେ।
ବସ ଟର୍ମିନାଲର ପ୍ରାୟ ୯୫ ପ୍ରତିଶତ କାର୍ଯ୍ୟ ଶେଷ ହୋଇଛି। ନିର୍ଦ୍ଧାରିତ ସମୟ ମଧ୍ୟରେ ପ୍ରକଳ୍ପ ଶେଷ କରିବାକୁ ଗୁରୁତ୍ୱ ଦେଇଛନ୍ତି 5T ସଚିବ ଭିକେ ପାଣ୍ଡିଆନ। ପରେ ତାଳଦଣ୍ଡା କେନାଲ ଓ ଚଣ୍ଡୀ ମନ୍ଦିରର ନବୀକରଣ କାର୍ଯ୍ୟର ସ୍ଥିତି ଅନୁଧ୍ୟାନ କରିବେ। ଚଣ୍ଡି ମନ୍ଦିରର ନବୀକରଣ କାର୍ଯ୍ୟ କେତେ ଆଗେଇଛି ତାହାର ସ୍ଥିତି ପରଖିବେ
କୋରାପୁଟ : ଦୁଇ ନକଲି ନକ୍ସଲ ଗିରଫ । ଜୟପୁର ସଦର ଥାନା ଓ ବୈପାରିଗୁଡା ପୋଲିସର ମିଳିତ ଉଦ୍ୟମରେ…
ଭୁବନେଶ୍ୱର: ଦିଲ୍ଲୀ ଯିବା ପୂର୍ବରୁ କୃଷି ବିଭାଗର ସମୀକ୍ଷା କଲେ କୃଷି ମନ୍ତ୍ରୀ ତଥା ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ…
ଲୋକସଭା ନିର୍ବାଚନ ପ୍ରଚାର ସମୟରେ ପରସ୍ପରକୁ କଟାକ୍ଷ କରୁଥିବା ନେତା ସଂସଦରେ ଆଜି ଭିନ୍ନ ରୂପରେ ନଜର ଆସିଥିଲେ ।…
କଣ୍ଟାବାଞ୍ଜି : କଂଟାବାଞ୍ଜି-ବଲାଙ୍ଗୀର ରାସ୍ତାରେ ଥିବା ଏକ ଠିପି ଖୋଲା ବିଦେଶୀ ମଦ ଦୋକାନରୁ ଚୋରୀ ହୋଇଥିବା ନେଇ କଣ୍ଟାବାଞ୍ଜି…
ପୁରୀ : ଆସନ୍ତା ୭ ତାରିଖରେ ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଚଳିତ ବର୍ଷ ଦୁଇ ଦିନ ରଥଯାତ୍ରା ।…
ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…