Below header

ଦେବଗଡ଼ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ 5T ସଚିବ ଭି.କେ ପାଣ୍ଡିଆନ୍

ଦେବଗଡ଼(କେନ୍ୟୁଜ୍): ଦେବଗଡ଼ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ 5T ସଚିବ ଭି.କେ ପାଣ୍ଡିଆନ୍ । ମେଡିକାଲରେ ପହଞ୍ଚି ରୋଗୀଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝୁଛନ୍ତି । ରୋଗୀମାନେ ଠିକ୍ ଭାବେ ସ୍ୱାସ୍ଥ୍ୟ ସେବା ପାଉଛନ୍ତି କି ନାଁ, ସେ ସଂପର୍କରେ ମଧ୍ୟ ପଚାରିଛନ୍ତି 5T ସଚିବ । ଏହା ସହ ମେଡିକାଲ ଅଧିକାରୀଙ୍କ ସହ ମଧ୍ୟ ଆଲୋଚନା କରିଛନ୍ତି । 5T ସଚିବଙ୍କ ସହ ଏନ୍‌ଏଚ୍‌ଏମ୍ ନିର୍ଦ୍ଦେଶିକା ଶାଳିନୀ ପଣ୍ଡିତ ଓ ସ୍ୱାସ୍ଥ୍ୟ ସଚିବ ମଧ୍ୟ ଉପସ୍ଥିତ ଥିଲେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.