Below header

ଝାରସୁଗୁଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ 5T ସଚିବ, ରୋଗୀଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିବା ସହିତ କର୍ମଚାରୀଙ୍କ ସହ କଲେ ଆଲୋଚନା

ଝାରସୁଗୁଡ଼ା : ଝାରସୁଗୁଡ଼ା ଜିଲ୍ଲା ଗସ୍ତରେ ମୁଖ୍ୟମନ୍ତ୍ରୀଙ୍କ 5T ସଚିବ ଭି.କେ ପାଣ୍ଡିୟାନ୍‌। ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ପହଞ୍ଚି ବିଭିନ୍ନ ଓ୍ଵାର୍ଡ ବୁଲି ଦେଖିଛନ୍ତି । ରୋଗୀଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି 5T ସଚିବ । କିପରି ସ୍ୱାସ୍ଥ୍ୟସେବା ଯୋଗାଇ ଦିଆଯାଉଛି, ରୋଗୀ ଓ ସଂପର୍କୀୟଙ୍କୁ ପଚାରି ବୁଝିଛନ୍ତି । ଏହାସହ ମେଡିକାଲ କର୍ମଚାରୀଙ୍କ ସହ ଆଲୋଚନା କରିଥିଲେ 5T ସଚିବ । ଭି.କେ ପାଣ୍ଡିୟାନ୍‌ଙ୍କ ସହ ଉନ୍ନୟନ କମିଶନର ସୁରେଶ ଚନ୍ଦ୍ର ମହାପାତ୍ର ଓ ସ୍ୱାସ୍ଥ୍ୟ ବିଭାଗର ଯୁଗ୍ମ ସଚିବ ପୁନମ ତାପସ ଗୁହା ପ୍ରମୁଖ ଉପସ୍ଥିତ ଥିଲେ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.