ରାଜ୍ୟ

ଭୁବନେଶ୍ୱର ଘାଟିକିଆରେ OUTRରେ 5T ସଚିବ ଭି.କେ ପାଣ୍ଡିଆନ୍‌, ବିକାଶମୂଳକ କାମର କଲେ ତଦାରଖ

ଭୁବନେଶ୍ୱର (କେନ୍ୟୁଜ୍): CET ହେଲା OUTR । ଭୁବନେଶ୍ୱର ଘାଟିକିଆରେ OUTRରେ 5T ସଚିବ ଭି.କେ ପାଣ୍ଡିଆନ୍‌ । ଓଡ଼ିଶା ୟୁନିଭରସିଟି ଅଫ ଟେକ୍ନୋଲୋଜି ଆଣ୍ଡ ରିସର୍ଚ୍ଚ କେନ୍ଦ୍ର ବୁଲିଛନ୍ତି ।

ବିକାଶମୂଳକ କାମର ତଦାରଖ କରିଛନ୍ତି 5T ସଚିବ । ଏଠାରେ ୫ ହଜାରରୁ ଅଧିକ ଛାତ୍ରଛାତ୍ରୀ ପାଠ ପଢ଼ୁଥିବା ବେଳେ ୨୬ଟି ପିଜି ଓ ୧୧ଟି ବି-ଟେକ୍‌ ବିଭାଗ ରହିଛି ।

Sonalisa

Recent Posts

ସେଲଫି ନେବା ସମୟରେ ଫ୍ୟାନ୍ସଙ୍କୁ ଧକ୍କା ମାରିଲେ ଧନୁଷଙ୍କ ବଡିଗାର୍ଡ, ଭାଇରାଲ ହେଉଛି ଭିଡିଓ

ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…

34 seconds ago

ବଦଳିଲା ପାଣିପାଗର ମିଜାଜ: ରାଜଧାନୀରେ ପ୍ରବଳ ବର୍ଷା

ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…

15 mins ago

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

30 mins ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ୍‌ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

40 mins ago

ଆଫଗାନିସ୍ତାନର ଐତିହାସିକ ବିଜୟ ପରେ ରାଶିଦ ଖାନଙ୍କୁ ଆସିଲା ସରପ୍ରାଇଜ କଲ୍‌, ଭିଡିଓ ଭାଇରଲ

ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍‌ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…

51 mins ago

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

1 hour ago