ରାଜ୍ୟ

୨ ଦିନିଆ ବଲାଙ୍ଗିର ଗସ୍ତରେ 5t ସଚିବ: ହରିଶଙ୍କରଙ୍କୁ କଲେ ଦର୍ଶନ

ବଲାଙ୍ଗିର (କେନ୍ୟୁଜ): ଦୁଇ ଦିନିଆ ବଲାଙ୍ଗିର ଗସ୍ତରେ 5t ସଚିବ ଭିକେ ପଣ୍ଡିଆନ । ପ୍ରଥମରେ ତୁଷୁରାରେ ପହଞ୍ଚି ସମଲେଶ୍ବରୀ ମନ୍ଦିରକୁ ଯାଇ ସମଲେଶ୍ବରୀ ମାଁଙ୍କୁ ଦର୍ଶନ କରିବା ସହ ମନ୍ଦିର କମିଟି ସହିତ ଆଲୋଚନା କରିଛନ୍ତି । ଆଜି ବେଳପଡା ଓ ଟିଟିଲାଗଡ଼ ରେ ସାଧାରଣ ଜନଶୁଣାଣୀରେ ଯୋଗଦେବେ ପରେ ସେ ହରିଶଙ୍କରକୁ ଯାଇ ମନ୍ଦିର ପରିଦର୍ଶନ କରିଛନ୍ତି । ହରିଶଙ୍କରରେ ପହଂଚିବା ପରେ ହଜାର ହଜାର ଲୋକ ଭବ୍ୟ ସ୍ବାଗତ କରିଥିଲେ । ପୂଜକଙ୍କ ଦ୍ବାରା କରାଯାଇଥିବା ଅଭିଯୋଗର ତୁରନ୍ତ ସମାଧାନ କରିବାକୁ ପ୍ରତିଶ୍ରୁତି ଦେଇଥିଲେ ପାଣ୍ଡିଆନ । ପରେ ଲୋକଙ୍କ ଠାରୁ ସିଧାସଳଖ ଅଭିଯୋଗ ଗ୍ରହଣ କରିଥିଲେ । ଏହାପରେ ହରିଶଙ୍କର ପୀଠର ଉନ୍ନତି ନେଇ ସମୀକ୍ଷା କରିଥଲେ ।

ଅପରାହ୍ନରେ ଵଲାଙ୍ଗିର ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ଛାତ୍ରଛାତ୍ରୀଙ୍କ ସହିତ ଆଲୋଚନା ଓ ଜରାସିଙ୍ଗାରେ ସାଧାରଣ ସଭାରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ସେହିପରି ଆସନ୍ତା କାଲି ବଲାଙ୍ଗିର ସମଲେଶ୍ବରୀ ମନ୍ଦିର , କୋଶଲ କଲାମଣ୍ଡଳ ପଡିଆ , ଵଲାଙ୍ଗିରର ଲାଇଭ ଲାଇନ କୁହାଯାଉଥିବା ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ବୁଲି ଦେଖିବେ । ଏପରି ଦୁଇ ଦିନିଆ କାର୍ଯ୍ୟକ୍ରମ ରହିଛି ।

Barsha

Recent Posts

ଆଜିର ରାଶିଫଳ : ଏହି ରାଶିର ଲୋକେ ଆଜି ବାହାରକୁ ଯାତ୍ରା କରିବେ ଏବଂ ପରିବାର ସହ ଖୁସିର ସମୟ କାଟିବେ

ମେଷ : ଏହି ରାଶିର ବ୍ୟକ୍ତିମାନେ କର୍ମକ୍ଷେତ୍ରରେ ଆଗକୁ ଯିବେ, ଏହା ସହ ସମ୍ମାନ ମିଳିବା ସହିତ ଆପଣ ଏକ…

2 hours ago

ଚାଇଲ୍ଡ ଲାଇନ କର୍ମଚାଚାରୀଙ୍କ ଉପରେ ଆକ୍ରମଣ ଅଭିଯୋଗ

 ଯାଜପୁର ଟାଉନ : ରେସ୍ତୁରାଣ୍ଟରେ ଶିଶୁ ଶ୍ରମିକ କାମ କରୁଥିବା ଖବର ପାଇ ଚଢ଼ାଉ କରିବାକୁ ଯାଇଥିବା ଚାଇଲ୍ଡ ଲାଇନ…

3 hours ago

ଆସନ୍ତାକାଲି ବିଜେଡିର ରାଜ୍ୟସଭା ସାଂସଦଙ୍କ ସହ ଆଲୋଚନା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ

 ଭୁବନେଶ୍ବର : ଆସନ୍ତାକାଲି ବିଜେଡିର ରାଜ୍ୟସଭା ସାଂସଦଙ୍କ ସହ ଆଲୋଚନା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିବାସରେ…

3 hours ago

ତୁଟିଲା ବିବାଦ, ଆଜି ବାରିପଦା ବସଷ୍ଟାଣ୍ଡରୁ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ

ମୟୁରଭଞ୍ଜ : ତୁଟିଲା ବିବାଦ ।  ମୟୁରଭଞ୍ଜ ଜିଲ୍ଲାରେ ସ୍ବାଭାବିକ ହେଲା ବସ୍ ଚଳା ଚଳ । ୩ ଦିନ…

3 hours ago

ଘଟଗାଁ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟିର ଅନୁଦାନ

କେନ୍ଦୁଝର : ଘଟଗାଁ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟିର ଅନୁଦାନ। କେନ୍ଦୁଝର ଜିଲ୍ଲାକୁ ଦୁଇ ଦିନିଆ…

4 hours ago

ଅଜଣା ରୋଗରେ ଆକ୍ରାନ୍ତ ହୋଇ ବିଛଣାରେ ପଡ଼ି ରହିଛି ୩୫ ବର୍ଷୀୟ ପୁଅ

ବାଲେଶ୍ବର: ଆଶା କରିଥିଲୁ ବୁଢ଼ା କାଳେ ଆମ ପୁଅ ଆମ ସାହାରା ପାଲଟିବ । ଆମେ ଜମି ବାଡ଼ି ବିକ୍ରି…

5 hours ago