Below header

ଏକାମ୍ର କ୍ଷେତ୍ର ଯୋଜନାର ସମୀକ୍ଷା କଲେ ଫାଇଭ ଟି ସଚିବ, କ୍ଷତିଗ୍ରସ୍ତ ଦୋକାନୀଙ୍କୁ ତୁରନ୍ତ ପାଇଁ ଥଇଥାନ ନିର୍ଦ୍ଦେଶ

ଭୁବନେଶ୍ବର: ଏକାମ୍ର କ୍ଷେତ୍ର ଯୋଜନାର ସମୀକ୍ଷା କଲେ ଫାଇଭ ଟି ସଚିବ ଭି. କେ ପାଣ୍ଡିଆନ୍‌ । ଅଗ୍ରଗତି ନେଇ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି । କ୍ଷତିଗ୍ରସ୍ତ ଦୋକାନୀଙ୍କୁ ତୁରନ୍ତ ଥଇଥାନ ପାଇଁ ପାଣ୍ଡିଆନ୍‌ ନିର୍ଦ୍ଦେଶ ଦେଇଛନ୍ତି ।

pandianଏହା ସହ ସଲଗ୍ନ ରାସ୍ତାର କାମ ସାରିବା ସହ ଆବର୍ଜନା ସଫା କରିବା ଉପରେ ଗୁରୁତ୍ୱ ଦେଇଛନ୍ତି । ଗତ ସପ୍ତାହରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରକଳ୍ପ ପରିଦର୍ଶନ କରି ଅଗ୍ରଗତି ନେଇ ସନ୍ତୋଷ ବ୍ୟକ୍ତ କରିଥିଲେ । ଆଜି ଫାଇଭ୍‌ ଟି ସଚିବଙ୍କ ସହ ପୂର୍ତ୍ତ ସଚିବ କିଷନ କୁମାର, ବିଏମ୍‌ସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ ପ୍ରମୁଖ ଉପସ୍ଥିତ ଥିଲେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.