Below header

ପୁରୀ ଗସ୍ତରେ ଆସି ଶ୍ରୀଜିଉଙ୍କ ଦର୍ଶନ କଲେ 5T ସଚିବ ଭି.କେ ପାଣ୍ଡିଆନ୍

ପୁରୀ (କେନ୍ଯୁଜ୍): 5T ସଚିବ ଭି.କେ ପାଣ୍ଡିଆନଙ୍କ ପୁରୀ ଗସ୍ତ। ଆଜି ସକାଳୁ ପୁରୀ ଗସ୍ତରେ ଆସି ଶ୍ରୀଜିଉଙ୍କ ଦର୍ଶନ କରିଛନ୍ତି। ଏହା ସହ ଶ୍ରୀମନ୍ଦିର ଚତୁଃପାର୍ଶ୍ୱର ଉନ୍ନତିକରଣ କାର୍ଯ୍ୟର ତଦାରଖ କରିଥିଲେ।

ଏ ସଂପର୍କରେ ସେବାୟତଙ୍କ ସହ ଆଲୋଚନା କରିଥିଲେ। ଶ୍ରୀମନ୍ଦିର ହେରିଟେଜ୍‌ କରିଡର କାର୍ଯ୍ୟର ତଦାରଖ କରିଥିଲେ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.