ପୁରୀରେ ୫ଟି ସଚିବ ଭି.କେ ପାଣ୍ଡିଆନ: ଶ୍ରୀଜୀଉଙ୍କୁ ଦର୍ଶନ କରିବା ସହ ଶ୍ରୀମନ୍ଦିର ପରିକ୍ରମା ମାର୍ଗ ର୍ନିମାଣ କାର୍ଯ୍ଯର କଲେ ସମୀକ୍ଷା

ପୁରୀ(କେନ୍ଯୁଜ୍): ପୁରୀରେ ୫ଟି ସଚିବ ଭି.କେ ପାଣ୍ଡିଆନ। ଆଜି ସେ ପୁରୀ ଆସିଥିବାବେଳେ ଶ୍ରୀଜୀଉଙ୍କୁ ଦର୍ଶନ କରିଛନ୍ତି । ଏଥିସହ ସେ ଶ୍ରୀମନ୍ଦିର ପରିକ୍ରମା ମାର୍ଗ ର୍ନିମାଣ କାର୍ଯ୍ଯର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଥିବା ଜଣାପଡ଼ିଛି ।

ପଶ୍ଚିମଦ୍ୱାର ପଟେ ଆରମ୍ଭ ହୋଇଥିବା ର୍ନିମାଣ କାର୍ଯ୍ଯକୁ ସେ ବୁଲି ଦେଖିବା ପରେ ସେ ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ କରିଥିବା ଜଣାପଡିଛି । ତେବେ ଆଜି ସେ ସପରିବାର ସହ ପୁରୀ ଆସି ଶ୍ରୀଜୀଉଙ୍କ ଦର୍ଶନ କରିଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.