ପୁରୀରେ ଫାଇଭ ଟି ସଚିବ ଭି.କେ ପାଣ୍ଡିଆନ, ପତ୍ନୀଙ୍କ ସହ ଆସି କଲେ ଶ୍ରୀଜୀଉଙ୍କୁ ଦର୍ଶନ

ପୁରୀ(କେନ୍ଯୁଜ୍): ପୁରୀରେ ଫାଇଭ ଟି ସଚିବ ଭି.କେ ପାଣ୍ଡିଆନ । ଆଜି ସେ ସପତ୍ନୀକ ପୁରୀ ଆସି ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କୁ ଦର୍ଶନ କରିଛନ୍ତି । ମହାପ୍ରଭଙ୍କ ଆଶୀର୍ବାଦ ଭିକ୍ଷା କରିଛନ୍ତି । ସେ ନିୟମିତ ବ୍ୟବଧାନରେ ପୁରୀ ଆସି ମହାପ୍ରଭୁଙ୍କ ଦର୍ଶନ କରୁଛନ୍ତି ।

ପୂର୍ବରୁ ଗତ ୫ ତାରିଖରେ ମଧ୍ୟ ଫାଇଭ ଟି ସଚିବ ଭି.କେ ପାଣ୍ଡିଆନ ପୁରୀ ଆସି ଶ୍ରୀମନ୍ଦିର ପରିକ୍ରମା ମାର୍ଗ ନିର୍ମାଣ କାର୍ଯ୍ୟ ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଥିଲେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.