Categories: ରାଜ୍ୟ

ଯାଜପୁରରେ ପହଁଚିଲେ 5T ଅନୁଧ୍ୟାନକାରୀ ଦଳ, ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଭିତ୍ତିଭୂମିର କଲେ ଯାଞ୍ଚ

ଯାଜପୁର ଟାଉନ(କେନ୍ୟୁଜ୍) : ଯାଜପୁରରେ ପହଂଚିଲେ ପାଇଭ-ଟି ଅନୁଧ୍ୟାନକାରୀ ଦଳ। ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟର ବରିଷ୍ଠ ଅଧିକାରୀ ଓ ସଚିବ ଦଳରେ ସାମିଲ। ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ପହଂଚି ଭିତ୍ତିଭୂମି ର ଯାଂଚ କରିଛନ୍ତି। ସ୍ୱାସ୍ଥ୍ୟ ବିଭାଗ ଯୁଗ୍ମ ସଚିବ ପୁନମ ଗୁହା, ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଦିଲ୍ଲୀପ କୁମାର ମହାନ୍ତି ଏବଂ ଯୁଗ୍ମ ସଚିବ ଆଦିତ୍ୟ ମହାପାତ୍ର ଟିମ୍‌ରେ ଅଛନ୍ତି। ରୋଗୀ ସେବା ପାଇଁ ବିଭିନ୍ନ ଆନୁଷଙ୍ଗିକ ଯନ୍ତ୍ରପାତି ଡ଼ିଏମଏଫ୍‌ ଫଣ୍ଡରୁ କିଣିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଏଥିସହ ଖୁବଶୀଘ୍ର ଆଇସିୟୁ, ଡିଜିଟାଲ ଏକ୍ସ-ରେ ଓ ମାଗଣା ଔଷଧ ବିତରଣ କେନ୍ଦ୍ର ଗୋଟିଏ ପରିବର୍ତ୍ତେ ଦୁଇଟି କାର୍ଯ୍ୟକ୍ଷମ କରିବା ପାଇଁ ଜିଲ୍ଲା ପ୍ରଶାସନ ସହ ଆଲୋଚନା କରିବା ପରେ ସି ଡ଼ିଏମ ଓଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ଅନୁଧ୍ୟାନ ସମୟରେ ଯାଜପୁର ଭରପ୍ରାପ୍ତ ଜିଲ୍ଲାପାଳ ମିହିର ପ୍ରସାଦ ମହାନ୍ତି, ଏସପି ଚରଣ ସିଂ ମିନା, ସିଡିଏମଓ ଅରୁଣ କୁମାର ପାତ୍ର ପ୍ରମୁଖ ଉପସ୍ଥିତ ଥିଲେ ।

KNews Bureau

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

6 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

7 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

7 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

8 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

9 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

9 hours ago