Below header

ଗଞ୍ଜାମ ପାଟପୁର ଥାନା ଅଞ୍ଚଳରେ ୬ ବର୍ଷର ନାବାଳିକାଙ୍କୁ ସମ୍ପର୍କୀୟ ଅଜା ଦୁଷ୍କର୍ମ କରିଥିବା ଅଭିଯୋଗ

ଗଞ୍ଜାମ: ଜଣେ ୬ ବର୍ଷର ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ । ଘଟଣା ଘଟିଛି ଗଞ୍ଜାମ ଜିଲ୍ଲା ପାଟପୁର ଥାନା ଅଞ୍ଚଳର । ନାବାଳିକାଙ୍କୁ ଜଣେ ୬୨ ବର୍ଷିୟ ବୃଦ୍ଧ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି । ବୃଦ୍ଧ ଜଣଙ୍କ ନାବାଳିକାର ସମ୍ପର୍କୀୟ ଅଜା ମୃତ୍ୟୁଞ୍ଜୟ ଦାସ ବୋଲି ଜଣାପଡିଛି । ଚାଇଲ୍ଡ ଲାଇନ ସହାୟତାରେ ନାବାଳିକା ଜଣଙ୍କ ଏନେଇ ପାଟପୁର ଥାନାରେ ଏତଲା ଦେଇଛନ୍ତି । ପୋଲିସ ମୃତ୍ୟୁଞ୍ଜୟଙ୍କୁ ଅଟକ ରଖି ତଦନ୍ତ କରୁଛି।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.