ମାଲକାନଗିରି(କେନ୍ୟୁଜ୍): ସୁରକ୍ଷାକର୍ମୀ -ମାଓବାଦୀ ମୁହାଁମୁହିଁ। ମାଲକାନଗିରି ମାଥିଲି ଥାନା ଅନ୍ତର୍ଗତ କୁଲାବେଡା ଜଙ୍ଗଲରେ ଗୁଳିବିନିମୟ। ଜଙ୍ଗଲରେ ମାଓ ଶିବିର ଚାଲିଥିବା ସୂଚନା ପାଇ SOG ଓ DVF ପକ୍ଷରୁ ମିଳିତ କୁମ୍ବିଂ ଅପରେସନ୍ କରାଯାଇଥିଲା। ପୋଲିସକୁ ଦେଖି ପ୍ରଥମେ ମାଓବାଦୀ ଗୁଳିଚାଳନା କରିଥିଲେ। ସୁରକ୍ଷାକର୍ମୀମାନଙ୍କ ପକ୍ଷରୁ ମଧ୍ୟ ପାଲଟା ଗୁଳିଚାଳନା କରାଯାଇଥିଲା।
ଗୁଳି ବିନିମୟ ପରେ ମାଓବାଦୀ ଛତ୍ରଭଙ୍ଗ ଦେଇଥିଲେ। ଘଟଣାସ୍ଥଳରୁ ଗୋଟିଏ ଇନ୍ସାସ ବନ୍ଧୁକ, ଗୁଳି, ମାଗାଜିନ୍, ମେଡିସିନ୍, ମାଓ ପୋଷାକ ଜବତ ହୋଇଛି। ତା ସହ ମାଓବାଦୀଙ୍କ ବ୍ୟବହାର ସାମଗ୍ରୀ ଓ ମାଓ ପୁସ୍ତିକା ଜବତ ହୋଇଛି। ଏନେଇ ମାଲକାନଗିରି ଏସ୍ପି ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି। ମାଓବାଦୀଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ ହେବାକୁ ଆହ୍ଵାନ କରାଯାଇଛି।
ମେଷ: ଆଜିର ଦିନ ଭଲରେ କଟିବ । ଉତ୍ତମ ସ୍ୱାସ୍ଥ୍ୟ ପାଇଁ ବ୍ୟାୟାମ ଜାରି ରଖନ୍ତୁ । କୌଣସି ନୂଆ…
ଭୁବନେଶ୍ୱର : ଭାରତୀୟ ହକି ଟିମର ପ୍ରାୟୋଜକ ଆଉ ୩ ବର୍ଷ ବୃଦ୍ଧି କରାଯିବ। ହକି ଇଣ୍ଡିଆ ସହ ଆଲୋଚନା…
ବାଲେଶ୍ଵର : ବାଲେଶ୍ଵର ଜିଲ୍ଲାପାଳଙ୍କ ସାମ୍ବାଦିକ ସମ୍ମିଳନୀ । ବାଲେଶ୍ବର ସହରରେ କର୍ଫ୍ୟୁ ପରିସ୍ଥିତି ଉପରେ ସାମ୍ବାଦିକ ସମ୍ମିଳନୀ ।…
ଭୁବନେଶ୍ୱର : ପିସିସି ସଭାପତିଙ୍କୁ କାଳିମାଡ଼ । କଂଗ୍ରେସ ଭବନରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ କାଳିମାଡ଼। ଆଜି କଂଗ୍ରେସ…
ଲମତାପୁଟ : ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ବ୍ୟକ୍ତିଙ୍କ ମୃତ୍ଯୁ । ମୃତ ବ୍ୟକ୍ତି ଜଣକ ଲମତାପୁଟ ବ୍ଲକ…
ଅଗ୍ରସର ହେଲା ମୌସୁମୀ । ଓଡ଼ିଶାର ୨୪ଟି ଜିଲ୍ଲାକୁ ଛୁଇଁବା ସହ ଅଧିକ ଅଗ୍ରସର ହେଉଛି ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ…