କୋରାପୁଟ (କେନ୍ୟୁଜ୍) : ମାଛକୁଣ୍ଡ ଥାନା କଂଚନା ଗାଁରେ ଚାଞ୍ଚଲ୍ୟ। କାର ଭିତରେ ମୃତଦେହ । ପରିତ୍ୟକ୍ତ ଅବସ୍ଥାରେ ପଡିଥିବା କାର୍ ମଧ୍ୟରୁ ଜଣେ ନାବାଳିକାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଗତକାଲି ସନ୍ଧ୍ୟାରେ ନାବାଳିକା ଜଣକ ଘରର ବାହାରେ ଖେଳୁଥିବାବେଳେ ହତାଠ୍ ନିଖୋଜ ହୋଇଯାଇଥିଲେ। ଏନେଇ ପରିବାରଲୋକେ ବହୁ ଖୋଜାଖୋଜି କରିବା ପରେ କାର୍ ମଧ୍ୟରୁ ମୃତଦେହ ମିଳିଥିଲା। ନାବାଳିକା ସହ ଅସଦାଚରଣ କରି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି।
ମେଷ: ପାରିବାରିକ ପ୍ରତିଷ୍ଠା ବଢ଼ିବ । ବ୍ୟବସାୟିକ ଯୋଜନା ଫଳପ୍ରଦ ହେବ। ସାମାଜିକ ପ୍ରତିଷ୍ଠା ବଢ଼ିବ । ଜୀବନରେ କିଛି…
ଭୁବନେଶ୍ବର(କେନ୍ୟୁଜ୍): ସାରା ରାଜ୍ୟରେ ହିଟ୍ ୱେଭ ଜାରି ରହିଛି। ଅନେକ ସ୍ଥାନରେ ଅଂଶୁଘାତଜନିତ ମୃତ୍ୟୁ ଅଭିଯୋଗ ଆସୁଛି। ଏହାକୁ ଦୃଷ୍ଟିରେ…
ଭୁବନେଶ୍ବର(କେନ୍ୟୁଜ୍): ବହି କିଣିଲେ ମୁଖ୍ୟମନ୍ତ୍ରୀ । ଭୁବନେଶ୍ବର ମାଷ୍ଟରକ୍ୟାଣ୍ଟିନ ଯାଇ ବହି କିଣିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମଡର୍ଣ୍ଣ…
ମୟୂରଭଞ୍ଜ (କେନ୍ୟୁଜ୍): ମୟୂରଭଞ୍ଜ ଜିଲ୍ଲା ବଡ଼ସାହି ଥାନା ବେଲପାଳ ଗାଁରେ ପୋଲିସ ଉପରେ ଆକ୍ରମଣ ଘଟଣାରେ ୩୮ ଜଣ ଗିରଫ…
ଭାବ ଭକ୍ତିରେ ବନ୍ଧା ହେ ମହାବାହୁ …ତୁମ ଚନ୍ଦନ ଯାତ୍ରାରେ ଏଭଳି ଅଘଟଣ ଘଟିବ …ସେ ପୁଣି ତୁମେ ପ୍ରଭୁ…
ଭୁବନେଶ୍ୱର(କେନ୍ୟୁଜ୍): ପୁଣି ଚର୍ଚ୍ଚାକୁ ଆସିଲେ ଅଟୋ ଚାଳକ ଟୁଙ୍ଗୁରୁ ଭୋଳ । ପୂର୍ବରୁ ପରକୀୟା ପ୍ରୀତି ଅଭିଯୋଗରେ ଚର୍ଚ୍ଚାରେ ରହିଥିବା…