ଆଜି ରାଜ୍ୟରେ ୬୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ, ଆକ୍ଟିଭ କେସ୍‌ ୭୨୦

ଭୁବନେଶ୍ବର: ଆଜି ରାଜ୍ୟରେ ଚିହ୍ନଟ ହେଲେ ୬୦ ଜଣ କରୋନା ଆକ୍ରାନ୍ତ । ସଂଗରୋଧ କେନ୍ଦ୍ରରୁ ୩୬ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୨୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୩୨୨କୁ ବୃଦ୍ଧି ପାଇଛି। ସେହିପରି ସୁସ୍ଥ ହେଲେଣି ପାଖାପାଖି ୩ ଲକ୍ଷ ୩୩ ହଜାର ୬୩୭। ଆକ୍ଟିଭ କେସ୍‌ ରହିଛି ୭୨୦।

Leave A Reply

Your email address will not be published.