ଭୁବନେଶ୍ବର: ଆଜି ରାଜ୍ୟରେ ଚିହ୍ନଟ ହେଲେ ୬୦ ଜଣ କରୋନା ଆକ୍ରାନ୍ତ । ସଂଗରୋଧ କେନ୍ଦ୍ରରୁ ୩୬ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୨୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୩୨୨କୁ ବୃଦ୍ଧି ପାଇଛି। ସେହିପରି ସୁସ୍ଥ ହେଲେଣି ପାଖାପାଖି ୩ ଲକ୍ଷ ୩୩ ହଜାର ୬୩୭। ଆକ୍ଟିଭ କେସ୍ ରହିଛି ୭୨୦।
ଲମତାପୁଟ : କେକରେ ଲେଖା ହୋଇଛି ରବି ଆଣ୍ଡ୍ ମଞ୍ଜୁ । ଆଉ ପାଖରେ ଫୁଲ ମାଳ ପିନ୍ଧି ଛିଡା…
ଲକ୍ଷ୍ମୀପୁର : ଏବେ ମୃତ୍ୟୁର ତାଣ୍ଡବ ଖେଳି ଚାଲିଛି ଡିଫଥେରିଆ । ଏହି ରୋଗ ଜଣକ ପରେ ଜଣକୁ ନିଜ…
ଜଳେଶ୍ବର : ବାଲେଶ୍ବର ଜିଲ୍ଲା ବସ୍ତା ଥାନା ଅନ୍ତର୍ଗତ ଦକ୍ଷିଣ ପୂର୍ବ ରେଳପଥର ନୂଆଗାଁ ରୋଡ଼ ରେଳଷ୍ଟେସନ ମଧ୍ୟ ସ୍ଥଳ…
କଟକ(କେନ୍ୟୁଜ୍): ରଥଯାତ୍ରା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର । ସବୁଠି ଶଂଙ୍ଖ ଘଣ୍ଟ ହୁଳୁହୁଳି ଶଦ୍ଦରେ ପୂରି ଉଠୁଛି ପୂରା ପରିବେଶ…
ସୋନାକ୍ଷୀ ସିହ୍ନା ଏବଂ ଜାହିର ଇକବାଲ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି । ଜୁନ୍ ୨୩ ରେ ଜହିର ଇକବାଲଙ୍କ…
ଗତ କିଛି ଦିନ ହେବ ଲଗାତାର ଭାବେ ଖାଦ୍ୟରୁ ମୂଷା, ଅସରପା, ବେଙ୍ଗ, ବ୍ଲେଡ୍ ଆଦି ବାହାରିବା ନେଇ ସୋସିଆଲ…