Below header

ନିଆଁ ଲାଗି ଜଳିଗଲା ପ୍ରାୟ ୨୦ ବଖରା ଘର, ପରିବାର ସର୍ବସ୍ବାନ୍ତ

ମୟୂରଭଞ୍ଜ ଜିଲ୍ଲା ବଡ଼ସାହି ବ୍ଲକ କେନ୍ଦୁଡିହା ପଞ୍ଚାୟତ କୁଳିଅଣା ବିନ୍ଧାଣିସାହିରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଯାଇଛି । ଏହି ଆକସ୍ମିକ ଅଗ୍ନିକାଣ୍ଡରେ ବିନ୍ଧାଣିବସ୍ତିର ୨୦ରୁ ଊର୍ଦ୍ଧ୍ୱ ଘର ଜଳିଯାଇଛି । ଏହି ଭୟଙ୍କର ଅଗ୍ନିକାଣ୍ଡରେ ନଗଦ ଟଙ୍କାପଇସା, ଧାନଚାଉଳ, ଦରକାରୀ କାଗଜପତ୍ର ସମେତ ଲକ୍ଷାଧିକ ଟଙ୍କାର ଆସବାବପତ୍ର ଜଳିପୋଡି ଛାରଖାର ହୋଇଯାଇଛି ।

ମୟୂରଭଞ୍ଜ (କେନ୍ୟୁଜ): ମୟୂରଭଞ୍ଜ ଜିଲ୍ଲା ବଡ଼ସାହି ବ୍ଲକ କେନ୍ଦୁଡିହା ପଞ୍ଚାୟତ କୁଳିଅଣା ବିନ୍ଧାଣିସାହିରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଯାଇଛି । ଏହି ଆକସ୍ମିକ ଅଗ୍ନିକାଣ୍ଡରେ ବିନ୍ଧାଣିବସ୍ତିର ୨୦ରୁ ଊର୍ଦ୍ଧ୍ୱ ଘର ଜଳିଯାଇଛି । ଏହି ଭୟଙ୍କର ଅଗ୍ନିକାଣ୍ଡରେ ନଗଦ ଟଙ୍କାପଇସା, ଧାନଚାଉଳ, ଦରକାରୀ କାଗଜପତ୍ର ସମେତ ଲକ୍ଷାଧିକ ଟଙ୍କାର ଆସବାବପତ୍ର ଜଳିପୋଡି ଛାରଖାର ହୋଇଯାଇଛି ।

ଅନ୍ୟପଟର ବିଳମ୍ବରେ ଅଗ୍ନିଶମ ଗାଡି ପହଞ୍ଚିବାକୁ ନେଇ ଗ୍ରାମରେ ଚାପା ଉତ୍ତେଜନା ଦେଖାଦେଇଛି । ନିଆଁ ଲିଭାରେ ବଡ଼ସାହି ଓ ବେତନଟୀ ଦମକଳଗାଡି ନିୟୋଜିତ ହୋଇଛନ୍ତି ।

 

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.