କଣ୍ଟାବାଞ୍ଜି(କେନ୍ୟୁଜ): ଲଜ୍ରୁ ୬୦ ଲକ୍ଷ ଜବତ। କଣ୍ଟାବାଞ୍ଜି ସହରର ଏକ ଲଜ୍ ଉପରେ ପୋଲିସ ଚଢାଉ କରି ଟଙ୍କା ଜବତ କରିଛି। ଚଢାଉ ସମୟରେ ରାଜ୍ୟ ବାହାରର ୭ ଜଣଙ୍କୁ ଗିରଫ କରିଥିବାବେଳେ ସେମାନଙ୍କ ଠାରୁ ୬୦ଲକ୍ଷ ଟଙ୍କା ଜବତ ହୋଇଛି। କଣ୍ଟାବାଞ୍ଜି SDPO ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ଲଜ୍ରେ ଚଢାଉ କରିଥିବା ସମୟରେ ସେମାନେ ଜୁଆ ଖେଳୁଥିଲେ।
ସେମାନଙ୍କ ପାଖରୁ ତାସ୍ ମଧ୍ୟ ଜବତ ହୋଇଥିବା ସେ ସୂଚନା ଦେଇଛନ୍ତି। ତେବେ ଶ୍ରମିକ ଚାଲାଣ ପାଇଁ ଦାଦନ ସର୍ଦ୍ଦାର ମାନେ ଟଙ୍କା ଦେବା ପାଇଁ ଆସିଥିବା ସନ୍ଦେହ କରାଯାଉଥିବା SDPO ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି। ଏନେଇ କଣ୍ଟାବାଞ୍ଜି ପୋଲିସ ଅଧିକ ତଦନ୍ତ ଜାରି ରଖିଛି।
ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…
ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…
ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…
ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…
ଭଦ୍ରକ (କେନ୍ୟୁଜ୍) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…
ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…