ଆଜି କରୋନାକୁ ହରାଇଲେ ୬ ହଜାର ୪୮୮ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ୱର(କେ ନ୍ୟୁଜ): ଆଜି ରାଜ୍ୟରୁ ୬ ହଜାର ୪୮୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ଜଣାଯାଇଛି | ଏହାକୁ ମିଶାଇ ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୪ ଲକ୍ଷ ୪ ହଜାର ୬୩ ଛୁଇଁଥିବା ନେଇ ରିପୋର୍ଟ ଆସିଛି | ସୁସ୍ଥଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୧୮୫ ଜଣ ଥିବା ବେଳେ ବୌଦ୍ଧରୁ ସର୍ବନିମ୍ନ ୨୪ ଜଣ ଥିବା ନେଇ ରିପୋର୍ଟ ଆସିଛି |

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.