ରାଜ୍ୟ

ଗଜପତି: ଅଟୋରେ ଚାଳଣ ହେଉଥିଲା ଗଞ୍ଜେଇ, ପୋଲିସ ପିଚ୍ଛା କରିବାରୁ ଗାଡ଼ି ଛାଡ଼ି ଫେରାର ହୋଇଗଲା ଚାଳକ

ମୋହନା(କେନ୍ୟୁଜ୍): ଗଜପତି ଜ଼ିଲ୍ଲା ଅଡବା ପୋଲିସ ବୁଧୁବାର ରାଇପଙ୍କା ଅଞ୍ଚଳରେ ପାଟ୍ରୋଲିଂ କଲା ବେଳେ ଏକ ଅଟୋ ନଂ- AP -୩୫ X – ୧୫୦୭ ସହ ୬୬କେଜି ୭୦ ଗ୍ରାମ ଗଞ୍ଜେଇ ଜବତ କରିଛି l ଗଜପତି – ରାୟଗଡା ସୀମାନ୍ତ ରେ ପୋଲିସ ର ପାଟ୍ରୋଲିଂ ଚାଲିଥିବା ବେଳେ ଅଟୋଟି ଦ୍ରୁତ ଗତିରେ ପଦ୍ମପୁର ଆଡକୁ ଯାଉଥିଲା।

ପୋଲିସ ପିଛା କରିବାରେ ଡ୍ରାଇଭର ଅଟୋରୁ ଡେଇଁ ଫେରାର ହୋଇଯାଇଥିବା ପୋଲିସ ସୂଚନା ଦେଇଛି l ଦୁଇଟି ଜରି ବ୍ୟାଗରୁ ଗଞ୍ଜେଇ ଜବତ କରାଯାଇଥିବା ବେଳେ ଏହି ଗଞ୍ଜେଇ ରାଇପଙ୍କା ଅଞ୍ଚଳରୁ ରାୟଗଡା ଜିଲ୍ଲା କେନ୍ଦୁଗୁଡା ଫାଣ୍ଡି ଅନ୍ତର୍ଗତ ନୂଆଗଡ଼କୁ ଚୋରା ଚାଲାଣ ହେଉଥିବା ଅଡବା ପୋଲିସ ସୂଚନା ଦେଇଛି l ଏନେଇ ଏକ ମାମଲା ରୁଜୁ ହେବା ସହ ଘଟଣାର ତଦନ୍ତ ଚାଲିଥିବା ଥାନା ଅଧିକାରୀ ଆନନ୍ଦ ପାତ୍ର ସୂଚନା ଦେଇଛନ୍ତି l

KNews Bureau

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

6 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

7 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

8 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

8 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

9 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

9 hours ago