ରାଜ୍ୟ

ଆଜି ରାଜ୍ଯରେ ୬୭୩ କରୋନା ପଜିଟିଭ୍ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮,୧୧୦ରେ ପହଞ୍ଚିଲା

ଭୁବନେଶ୍ବର: ଆଜି ରାଜ୍ଯରେ ୬୭୩ କରୋନା ପଜିଟିଭ୍ ଚିହ୍ନଟ । କ୍ୱାରେଣ୍ଟାଇନ ସେଣ୍ଟରରୁ ୪୪୬ ଓ ସ୍ଥାନୀୟ ଅଞ୍ଚଳରୁ ୨୨୭ ଚିହ୍ନଟ । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮,୧୧୦ରେ ପହଞ୍ଚିଛି । ଗଞ୍ଜାମରୁ ସର୍ବାଧିକ ୨୩୯ ପଜିଟିଭ ଚିହ୍ନଟ ହୋଇଛନ୍ତି । ସମୁଦାୟ ୨୩ଟି ଜିଲ୍ଲାରୁ ଏହି ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଚିହ୍ନଟଙ୍କ ଭିତରୁ ଅନୁଗୁଳରୁ ୪, ବାଲେଶ୍ୱରରୁ ୧୩, ବରଗଡରୁ ୨୨, ଭଦ୍ରକରୁ ୫୮, କଟକରୁ ୩୨, ଢେଙ୍କାନାଳରୁ ୧୦, ଗଜପତିରୁ ୧୫, ଜଗତସିଂହପୁରରୁ ୩୬, ଯାଜପୁରରୁ ୨୮, ଝାରସୁଗୁଡାରୁ ୧୪, କନ୍ଧମାଳରୁ ୪୪, କେନ୍ଦ୍ରାପଡାରୁ ୪, ଖୋର୍ଦ୍ଧାରୁ ୫୮, କେନ୍ଦୁଝରରୁ ୨୪, କୋରାପୁଟରୁ ୪୧, ମାଲକାନଗିରିରୁ ୪, ମୟୂରଭଞ୍ଜରୁ ୧, ନୟାଗଡରୁ ୪, ପୁରୀରୁ ୪, ସମ୍ବଲପୁରରୁ ୩, ସୋନପୁରରୁ ୪ ଏବଂ ସୁନ୍ଦରଗଡରୁ ୧୧ଜଣ ଚିହ୍ନଟ ହୋଇଛନ୍ତି ।

Sonalisa

Recent Posts

ଦିଲ୍ଲୀ ଯିବା ପୂର୍ବରୁ କୃଷି ମନ୍ତ୍ରୀଙ୍କ ବିଭାଗୀୟ ସମୀକ୍ଷା ବୈଠକ

ଭୁବନେଶ୍ୱର: ଦିଲ୍ଲୀ ଯିବା ପୂର୍ବରୁ କୃଷି ବିଭାଗର ସମୀକ୍ଷା କଲେ କୃଷି ମନ୍ତ୍ରୀ ତଥା ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ…

11 mins ago

ପ୍ରଧାନମନ୍ତ୍ରୀ ମୋଦିଙ୍କ ସହିତ ହାତ ମିଳାଇଲେ ରାହୁଲ ଗାନ୍ଧି, ସଂସଦରେ ସମସ୍ତଙ୍କ ଧ୍ୟାନ ଆକର୍ଷିତ କଲା ଦୃଶ୍ୟ

ଲୋକସଭା ନିର୍ବାଚନ ପ୍ରଚାର ସମୟରେ ପରସ୍ପରକୁ କଟାକ୍ଷ କରୁଥିବା ନେତା ସଂସଦରେ ଆଜି ଭିନ୍ନ ରୂପରେ ନଜର ଆସିଥିଲେ ।…

24 mins ago

ଦେଢ଼ ବର୍ଷ ହେଲା ଦୋକାନକୁ ସିଲ୍‌ କରିଛି ପୋଲିସ, ହେଲେ ଭିତରୁ ଖୋଳ କଲେ ଚୋର

କଣ୍ଟାବାଞ୍ଜି : କଂଟାବାଞ୍ଜି-ବଲାଙ୍ଗୀର ରାସ୍ତାରେ ଥିବା ଏକ ଠିପି ଖୋଲା ବିଦେଶୀ ମଦ ଦୋକାନରୁ ଚୋରୀ ହୋଇଥିବା ନେଇ କଣ୍ଟାବାଞ୍ଜି…

33 mins ago

ରଥଯାତ୍ରାର ଦ୍ଵିତୀୟ ସମନ୍ୱୟ କମିଟି ବୈଠକ, ସମସ୍ତଙ୍କ ସହଯୋଗରେ ହେବ ୨ ଦିନ ରଥଯାତ୍ରା

ପୁରୀ : ଆସନ୍ତା ୭ ତାରିଖରେ ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଚଳିତ ବର୍ଷ ଦୁଇ ଦିନ ରଥଯାତ୍ରା ।…

37 mins ago

ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍‌ ଘୋଷଣା, ଓଡିଆ ଖେଳାଳି ଅମିତ ରୋହିଦାସଙ୍କୁ ସୁଯୋଗ

ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…

1 hour ago

ବର୍ଷାରେ ଜଳମଗ୍ନ ରାଜଧାନୀ, ଯାତାୟାତ ବାଧାପ୍ରାପ୍ତ

ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…

1 hour ago